
ଜିଆରଏସ୍ ଙ୍କ ମନମୁଖୀ କାର୍ଯ୍ୟକଳାପ ଯୋଗୁଁ ତାଙ୍କ ବଦଳୀକୁ ନେଇ ବିଡ଼ିଓଙ୍କ ଜରିଆରେ ଜିଲ୍ଲା ପାଳଙ୍କୁ ଦାବିପତ୍ର ଲାଞ୍ଜିଗଡ଼ ବ୍ଳକ କାନକୁଟୁରୁ ପଞ୍ଚାୟତ ଜିଆରଏସ୍ ଭାଗବତ ପ୍ରସାଦ ସାହୁ(ମଣ୍ଟୁ)ଙ୍କ ମନମୁଖୀ କାର୍ଯ୍ୟକଳାପ ଯୋଗୁଁ ତାଙ୍କ ବଦଳୀକୁ ନେଇ କାନକୁଟୁରୁ ପଞ୍ଚାୟତ ସରପଞ୍ଚ ବନମାଳୀ ମାଝୀଙ୍କ ନେତୃତ୍ୱରେ ଏକ ପ୍ରତିନିଧି ଦଳ ଲାଞ୍ଜିଗଡ଼ ବ୍ଲକ କାର୍ଯ୍ୟାଳୟକୁ ଆସି ଲାଞ୍ଜିଗଡ଼ ବିଡ଼ିଓ ଜିତେନ୍ଦ୍ର କୁମାର ମିଶ୍ରଙ୍କ ଜରିଆରେ କଳାହାଣ୍ଡି ଜିଲ୍ଲା ପାଳଙ୍କୁ ଏକ ଦାବିପତ୍ର ପ୍ରଦାନ କରିଛନ୍ତି।ଜିଆରଏସ୍ ଶ୍ରୀ ସାହୁ ନିଜ କାମରେ ଅବହେଳା ଯୋଗୁଁ ମନରେଗା ଯୋଜନାରେ କାମ କରୁଥିବା ଶ୍ରମିକ ମାନଙ୍କୁ ମାସ ମାସ ଧରି ନିଜ ମଜୁରୀ ପାଇପାରୁ ନାହାନ୍ତି।ଯାହା...















![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{"transform":1},"is_sticker":false,"edited_since_last_sticker_save":true,"containsFTESticker":false}](https://www.jagratbharatnews.in/wp-content/uploads/2026/09/Picsart_26-05-14_06-19-38-643-11-scaled.jpg)