ଶତାୟୁ ବି. ବି. ହାଇସ୍କୁଲ, ଢେଙ୍କାନାଳରେ ମୋ ସ୍କୁଲ କାର୍ଯ୍ୟକ୍ରମ ଅନୁଷ୍ଠିତ
(ଜେ ବି ଏନ /ସୁଶାନ୍ତ କୁମାର) ୧୦/୧୨/୨୦୨୦ ଢେଙ୍କାନାଳ : ସ୍ଥାନୀୟ ଶତାୟୁ ବ୍ରଜନାଥ ବଡ଼ଜେନା ଉଚ୍ଚ ବିଦ୍ୟାଳୟ, ଢେଙ୍କାନାଳ ସଭାଗୃହରେ ଅପରାହ୍ଣ ୪ ଘଟିକା ସମୟରେ କୋଭିଡ ନିୟମ ଅନୁପାଳନ କରି ମୋ ସ୍କୁଲ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।ଢେଙ୍କାନାଳ ଜିଲ୍ଲା…
