
ବାଇକ ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ। ଢେଙ୍କାନାଳ ଜିଲ୍ଲାର କଙ୍କଡ଼ାହାଡ଼ ଥାନା ଅନ୍ତର୍ଗତ କରଗୋଳା ପଞ୍ଚାୟତର ଦଣ୍ଡାଧାର ସାପ୍ତାହିକ ହାଟ ନିକଟରେ ଗୁରୁବାର ଏକ ବାଇକ ଦୁର୍ଘଟଣାରେ ଜଣକର ମୃତ୍ୟୁ ହୋଇଥିବାର ଜଣାଯାଇଛି l ମୃତକ ଜଣକ ହେଲେ କାମାକ୍ଷାନଗର ଥାନା ଅନ୍ତର୍ଗତ ଇନ୍ଦିପୁର ଗ୍ରାମର ଶେଷଦେବ ନାୟକ (35) l ଶେଷଦେବ ନାୟକ କୌଣସି କାର୍ଯ୍ୟରେ କାନ୍ତୋଲ ଯାଇ ଘରକୁଏକ ବାଇକ ରେ ଫେରୁଥିଲେ l ଫେରିବା ସମୟରେ ଦଣ୍ଡାଧାର ହାଟ ନିକଟରେ ଥିବା ଏକ କଲଭଟ ରେ ବାଇକ ଟି ଭାରସାମ୍ୟ ହରାଇ ଧକ୍କା ହୋଇଥିଲା l ଫଳରେ ଶେଷଦେବ ଗୁରୁତର ଭାବେ ଆହତ ହୋଇ ପଡ଼ିଥିଲେ l ଖବର...


![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{"transform":1},"is_sticker":false,"edited_since_last_sticker_save":true,"containsFTESticker":false}](https://www.jagratbharatnews.in/wp-content/uploads/2026/09/Picsart_26-05-14_06-19-38-643-10-scaled.jpg)




