ଚାଷୀଙ୍କ ପାଇଁ ଭଲ ଖବର । ଆଜି ଅକ୍ଷୟ ତୃତୀୟାରେ ମିଳିବ ସିଏମ୍ କିଷାନ ଟଙ୍କା । ଚାଷୀଙ୍କ ଆକାଉଣ୍ଟକୁ ଟଙ୍କା ପଠାଇବେ ମୁଖ୍ୟମନ୍ତ୍ରୀ । ଏକାଥର କେ ୫୦ଲକ୍ଷ ଚାଷୀଙ୍କ ଖାତାକୁ ଟଙ୍କା ଯିବ। ନାମମାତ୍ର ଚାଷୀଙ୍କଠୁ ନେଇ କ୍ଷୁଦ୍ର ଏବଂ ଭୂମିହୀନ ଚାଷୀଙ୍କୁ ମିଳିବ ଏହି ସିଏମ କିଷାନ ଟଙ୍କା ।୧ ହଜାର କୋଟିରୁ ଅଧିକ ଟଙ୍କା ଚାଷୀଙ୍କ ଆକାଉଣ୍ଟକୁ ପଠାଯିବ । ସିଏମ କିଷାନ ଯୋଜନାରେ ଚାଷୀ ମାନଙ୍କୁ ବର୍ଷକୁ ୨ଟି କିସ୍ତିରେ ୪ ହଜାର ଟଙ୍କା ମିଳୁଛି । ନୂଆଖାଇ ଓ ଅକ୍ଷୟ ତୃତୀୟାରେ ଦୁଇଟି କିସ୍ତିରେ ୪ ହଜାର ଟଙ୍କା ଦେଉଛନ୍ତି ସରକାର ।–
![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{},"is_sticker":false,"edited_since_last_sticker_save":false,"containsFTESticker":false,"used_sources":{"version":1,"sources":[{"id":"270812670004211","type":"ugc"}]}}](https://www.jagratbharatnews.in/wp-content/uploads/2026/04/Picsart_25-11-05_07-59-52-526-28.jpg)


