ସମସ୍ତ କଳ୍ପନାଜଳ୍ପନାର ଅନ୍ତ ଘଟାଇ ଶେଷରେ ଓଡ଼ିଆ ସୁପରଷ୍ଟାର ତଥା ପୂର୍ବତନ ସାଂସଦ ଅନୁଭବ ମହାନ୍ତି ମଙ୍ଗଳବାର ସାମ୍ବାଦିକ ଏବଂ ଲେଖିକା ଜାଗୃତି ଶୁକ୍ଳାଙ୍କ ସହିତ ବିବାହ ବନ୍ଧନରେ ଆବଦ୍ଧ ହୋଇଥିବା କୁହାଯାଉଛି। ପରିବାର ସଦସ୍ୟ ଏବଂ ନିକଟ ସମ୍ପର୍କୀୟଙ୍କ ଉପସ୍ଥିତିରେ ରାଜ୍ୟ ବାହାରେ ବିବାହ ସମ୍ପନ୍ନ ହୋଇଛି। ବର ଏବଂ କନ୍ୟା ମାଳା ଆଦାନପ୍ରଦାନ କରୁଥିବାର ଅନେକ ଫଟୋ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି । ତେବେ ଏହି ଦମ୍ପତି ଏପର୍ଯ୍ୟନ୍ତ ସେମାନଙ୍କ ବିବାହ ବିଷୟରେ କୌଣସି ସୂଚନା ଦେଇନାହାନ୍ତି। ମାର୍ଚ୍ଚ ୮ ତାରିଖରେ ନିର୍ବନ୍ଧ କରିବା ପରେ ସେମାନେ ଉଭୟେ ସେମାନଙ୍କର ସମ୍ପର୍କକୁ ସାର୍ବଜନୀନ କରିଥିଲେ। ଗୋପନୀୟତା...
![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{"transform":1},"is_sticker":false,"edited_since_last_sticker_save":true,"containsFTESticker":false}](https://www.jagratbharatnews.in/wp-content/uploads/2026/08/Picsart_26-05-14_06-19-38-643-4-scaled.jpg)




