ଭୂବନେଶ୍ୱର, ୧୭/୦୧ : ଆଜି ଓଡ଼ିଶା ଆସୁଛନ୍ତି ସିଙ୍ଗାପୁର ରାଷ୍ଟ୍ରପତି ଥର୍ମନ ସନଗୁମରତ୍ନମ । ତାଙ୍କର ଏହି ଗସ୍ତ ଦୁଇ ଦିନିଆ ହେବ ବୋଲି ଜଣାପଡ଼ିଛି । ସିଙ୍ଗାପୁର ରାଷ୍ଟ୍ରପତିଙ୍କ ସହ ଏକ ଏକ ପ୍ରତିନିଧି ମଣ୍ଡଳୀ ମଧ୍ୟ ଆସିବେ । ସିଙ୍ଗାପୁରର ଜୁରଙ୍ଗ ପେଟ୍ରୋକେମିକାଲକ୍ସ କମ୍ପ୍ଲେକ୍ସ ଓ ଟୁଆସ ବନ୍ଦର ମଡେଲ୍ରେ ପାରାଦୀପ ବନ୍ଦରର ବିକାଶ କରିବା ଲାଗି ରାଜ୍ୟ ସରକାର ଲକ୍ଷ୍ୟ ରଖିଥିବାରୁ ସିଙ୍ଗପେର ରାଷ୍ଟ୍ରପତିଙ୍କ ଏହି ଗସ୍ତ ବେଶ୍ ଗୁରୁତ୍ବ ରଖୁଛି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ତାଙ୍କ ଟିମ୍ ଗତ ନଭେମ୍ବରରେ ସିଙ୍ଗାପୁର ଗସ୍ତ କରିଥିଲେ । ଏହି ଗସ୍ତକାଳରେ ସେ ସିଙ୍ଗାପୁରର...








![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{"transform":1},"is_sticker":false,"edited_since_last_sticker_save":true,"containsFTESticker":false}](https://www.jagratbharatnews.in/wp-content/uploads/2026/08/Picsart_26-05-14_06-19-38-643-4-scaled.jpg)
