ଶେଷ ହେଲା ଦୁଇ ଦିନିଆ ପରିବର୍ଦ୍ଧିତ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ସାଧାରଣ କାର୍ଯ୍ୟକର୍ତ୍ତା ଭାବେ ସାଧାରଣ ଲୋକଙ୍କ ପାଇଁ ମନ ପ୍ରାଣ ଦେଇ କାର୍ଯ୍ୟ କରିବା: ଶ୍ରୀ ବି.ଏଲ.ସନ୍ତୋଷପାରିତ ହେଲା ରାଜନୈତିକ ଚିଠା, ଦେଶ ଓ ରାଜ୍ୟର ସାମ୍ପ୍ରତିକ ସ୍ଥିତିରେ ଉଭୟ କଂଗ୍ରେସ ଓ ବିଜେଡି ଦଳଗୁଡିକର ଆଚରଣକୁ ଦୃଢ ନିନ୍ଦା, ରାଜ୍ୟ ସରକାରଙ୍କ ବିଭିନ୍ନ ଜନକଲ୍ୟାଣକାରୀ ଯୋଜନା ଏବଂ ଏହାର କାର୍ଯ୍ୟକାରିତା ସଂପର୍କରେ ବିସ୍ତୃତ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀସମୃଦ୍ଧ ଓଡିଶା ଗଠନ ପାଇଁ ସମର୍ପିତ ହୋଇ କାର୍ଯ୍ୟ କରିବାକୁ ଏହି କାର୍ଯ୍ୟକାରିଣୀ ପ୍ରେରଣା ଯୋଗାଇଛି, ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲଙ୍କ ଅଧ୍ୟକ୍ଷତାରେ କଟକଠାରେ...



