‘ଗାଁ ଆମ୍ବ ପସରା – ୨୦୨୬’ ଉଦଘାଟିତ ଅନୁଗୋଳ, ୦୯.୦୬ : ଓରମାସ୍ (ORMAS) ଆନୁକୂଲ୍ୟରେ ସ୍ଥାନୀୟ ଅନୁଗୋଳ ହାଇସ୍କୁଲ ପଡ଼ିଆଠାରେ ସ୍ୱତନ୍ତ୍ର ଆମ୍ବ ପ୍ରଦର୍ଶନୀ “ଗାଁ ଆମ୍ବ ପସରା” ଆଜି ଉଦଘାଟିତ ହୋଇଯାଇଛି। ଏହି ଆମ୍ବ ପ୍ରଦର୍ଶନୀକୁ ମାନ୍ୟବର ଅନୁଗୋଳ ବିଧାୟକ ଶ୍ରୀ ପ୍ରତାପ ଚନ୍ଦ୍ର ପ୍ରଧାନ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉଦଘାଟନ କରିଥିଲେ। ଉଦଘାଟନ ପରେ ସେ ପ୍ରଦର୍ଶନୀର ବିଭିନ୍ନ ଷ୍ଟଲ୍ ବୁଲି ଦେଖିବା ସହ ଆମ୍ବ ଚାଷୀମାନଙ୍କ ସହ ସେମାନଙ୍କ ସମସ୍ୟା ଓ ଚାଷର ଉନ୍ନତି ସମ୍ପର୍କରେ ପଚାରି ବୁଝିଥିଲେ। ଏହି ପ୍ରଦର୍ଶନୀ ଜୁନ୍ ୯ ତାରିଖରୁ ଆରମ୍ଭ ହୋଇ ଜୁନ୍ ୧୫ ତାରିଖ ପର୍ଯ୍ୟନ୍ତ...





![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{"transform":1},"is_sticker":false,"edited_since_last_sticker_save":true,"containsFTESticker":false}](https://www.jagratbharatnews.in/wp-content/uploads/2026/06/Picsart_26-05-14_06-19-38-643-14-scaled.jpg)