ଅନୁଗୋଳ ଜିଲ୍ଲାରୁ ୬୫ ଜଣ କରୋନା ପଜିଟିଭ ଚିହ୍ନଟ – ପଜିଟିଭ ସଂଖ୍ୟା ୧୨୮୯୭ରେ ପହଞ୍ଚିଲା – ସୁସ୍ଥ ହେଲେ ୫ ଜଣ ଜେ ବି ଏନ, ୧୪/୦୪ /୨୦୨୧, (ରିପୋର୍ଟ, ସୁଶୀଲ କୁମାର ଆଇଚ), ଅନୁଗୋଳ :ଅନୁଗୁଳ ଜିଲ୍ଲାରେ ୬୫ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାର ଜଣାପଡିଛି । ସେହିପରି ଅନ୍ୟ ଜିଲ୍ଲାରୁ ଅନୁଗୋଳରେ ଆଜି (ସ୍ୱାବ ନମୁନା ଦେଇଥିବା ବ୍ୟକ୍ତି ) କେହି ଆକ୍ରାନ୍ତ ଚିହ୍ନଟ ହୋଇ ନଥିବାରୁ ଆକ୍ରାନ୍ତ ସଂଖ୍ୟା ୨୫୮ ରେ ରହିଛି । ଅନୁଗୋଳ ଜିଲ୍ଲା ମଧ୍ୟରୁ ଚିହ୍ନଟ ହୋଇଥିବା ଆକ୍ରାନ୍ତ ମାନଙ୍କ ମଧ୍ୟରେ ଛେଣ୍ଡିପଦା ବ୍ଲକ ଅଞ୍ଚଳରୁ ୧୪ଜଣ...






