ମେରାମଣ୍ଡଳି ଟାଟା କାରଖାନା ଦୁର୍ଘଟଣାରେ ପ୍ରାୟ ୧୯ ଗୁରୁତ୍ତର
ସ୍ଥାନୀୟ ଅଞ୍ଚଳବାସୀ ଉଚ୍ଚସ୍ତରୀୟ ତଦନ୍ତ ପାଇଁ ଦାବି ଢେଙ୍କାନାଳ ଜିଲା ଓଡ଼ାପଡ଼ା ବ୍ଲକ ନରେନ୍ଦ୍ରପୁରସ୍ଥିତ ଟାଟା ଷ୍ଟିଲ୍ ମେରାମଣ୍ଡଳୀ କମ୍ପାନୀରେ ମଙ୍ଗଳବାର ବଡ଼ଧରଣର ଦୁର୍ଘଟଣା ଘଟିଛି। ଅପରାହ୍ନ ପ୍ରାୟ ୧ଟାରେ କାରଖାନାର ବ୍ଲାଷ୍ଟ ଫର୍ନେଶ ଷ୍ଟିମ୍ ଲାଇନ୍ ଫାଟି ଉତ୍ତପ୍ତ ବାଷ୍ପ…
