ଷ୍ଟାଚୁ ଅଫ ଇକ୍ୟୁଆଲିଟି ବୁଲିଲେ ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ହାଇଦ୍ରାବାଦରେ ଅବସ୍ଥିତ ଷ୍ଟାଚୁ ଅଫ ଇକ୍ୟୁଆଲିଟି ପରିଦର୍ଶନ କରି ଜଗଦଗୁରୁ ଶ୍ରୀ ରାମାନୁଜାଚାର୍ଯ୍ୟଙ୍କୁ ପ୍ରାର୍ଥନା କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ସହିତ ଶିଳ୍ପ ମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁ ଏବଂ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ । ପରିଦର୍ଶନ ସମୟରେ ପ୍ରତିନିଧି ଦଳ ଶ୍ରୀ ଶ୍ରୀ ତ୍ରିଦଣ୍ଡି ଚିନ୍ନ ଶ୍ରୀମନ୍ତ ନାରାୟଣ ରାମାନୁଜ ଜୀୟର ସ୍ୱାମୀଜୀଙ୍କୁ ଭେଟିଥିଲେ ।ତାଙ୍କ ସହ ଭାରତର ଆଧ୍ୟାତ୍ମିକ ପରମ୍ପରା ଏବଂ ରାମାନୁଜାଚାର୍ଯ୍ୟଙ୍କ ଉପଦେଶଗୁଡ଼ିକର ସମକାଳୀନ ସମାଜରେ ପ୍ରାସଙ୍ଗିକତା ଉପରେ ଆଲୋଚନା କରିଥିଲେ । ସ୍ୱାମୀଜୀ ମୁଖ୍ୟମନ୍ତ୍ରୀଙ୍କୁ ଆଶୀର୍ବାଦ ପ୍ରଦାନ କରିଥିଲେ ଏବଂ ଓଡ଼ିଶାର...
![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{"transform":1},"is_sticker":false,"edited_since_last_sticker_save":true,"containsFTESticker":false}](https://www.jagratbharatnews.in/wp-content/uploads/2026/09/Picsart_26-05-14_06-19-38-643-10-scaled.jpg)




