ଆସନ୍ତା ୨୦ରେ ବିହାରରେ ନୂଆ ମୁଖ୍ୟମନ୍ତ୍ରୀଙ୍କ ଶପଥ। ଗୁରୁବାର ଶପଥ ନେବେ ନୀତୀଶ କୁମାର। ୧୦ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ନୀତୀଶ କୁମାର । ଏନେଇ ପାଟନାର ଗାନ୍ଧୀ ମଇଦାନରେ ପ୍ରସ୍ତୁତି ପ୍ରାୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଶପଥ ଉତ୍ସବରେ ସାମିଲ ହେବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଆଜି ପାଟନାରେ ପହଞ୍ଚିବେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। କାଲି ପାଟନାରେ ବସିବ ବିହାର ବିଜେପି ବିଧାୟକ ଦଳ ବୈଠକ। ବୈଠକରେ ଚୟନ ହେବେ ବିଧାୟକ ଦଳ ନେତା। ଅନ୍ୟ ଏନଡିଏ ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀ ଓ ଉପମୁଖ୍ୟମନ୍ତ୍ରୀ ସାମିଲ ହେବେ।ଗତକାଲି ଇସ୍ତଫା ଦେଇଥିଲେ ନୀତୀଶ କୁମାର। ରାଜ୍ୟପାଳଙ୍କୁ ଭେଟି...



![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{"transform":1},"is_sticker":false,"edited_since_last_sticker_save":true,"containsFTESticker":false}](https://www.jagratbharatnews.in/wp-content/uploads/2026/09/Picsart_26-05-14_06-19-38-643-13-scaled.jpg)
