ଜିଲ୍ଲା ସଡକ ସୁରକ୍ଷା କମିଟି ବୈଠକ ଅନୁଷ୍ଠିତ ଅନୁଗୋଳ, ୨୩.୦୭ : ଜିଲ୍ଲା ସଡକ ସୁରକ୍ଷା କମିଟିର ଏକ ବୈଠକ ଆଜି ପୂର୍ବାହ୍ନରେ ଜିଲ୍ଲା କାର୍ଯ୍ୟାଳୟ ସମ୍ମିଳନୀ କକ୍ଷଠାରେ ଜିଲ୍ଲାପାଳ ଶ୍ରୀ ଅବ୍ଦାଲ୍ ମୁହମ୍ମଦ୍ ଅଖ୍ତରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ଜୁନ୍ ମାସରେ ହୋଇଥିବା ଦୁର୍ଘଟଣା, ନିଆଯାଇଥିବା କାର୍ଯ୍ୟାନୁଷ୍ଠାନ ଓ ବିଭିନ୍ନ ପ୍ରକାର ପଦକ୍ଷେପ ଉପରେ ପରିବହନ ବିଭାଗ ଦ୍ୱାରା କମିଟି ସଭ୍ୟଙ୍କୁ ଅବଗତ କରାଯାଇଥିଲା। ପରିବହନ ବିଭାଗ ସୂଚନା ଅନୁଯାୟୀ ଗତ ଜୁନ୍ ମାସରେ ଜିଲ୍ଲାରେ ମୋଟ ୩୯ଟି ଦୁର୍ଘଟଣା ଘଟିଥିବାବେଳେ ୧୫ଜଣଙ୍କର ମୃତ୍ୟୁ ଘଟିଛି ଓ ୨୪ଜଣ ଆହତ ହୋଇଛନ୍ତି । ଗତ ମାସରେ ପରିବହନ...




![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{},"is_sticker":false,"edited_since_last_sticker_save":false,"containsFTESticker":false}](https://www.jagratbharatnews.in/wp-content/uploads/2026/08/Picsart_26-08-07_08-23-42-513.jpg)

