ତୁଳସୀପାଳ ଶିବ ମନ୍ଦିର ନିକଟରେ ଭାରସାମ୍ୟ ହରାଇ ଓଲଟିଲା ସ୍କର୍ପିଓ, ଚାଳକ ଗୁରୁତର ଅନୁଗୋଳ: ବଅଁରପାଳ ଥାନା ଅନ୍ତର୍ଗତ ୫୫ ନମ୍ବର ଜାତୀୟ ରାଜପଥ ବାଇପାସ୍ ରାସ୍ତାର ତୁଳସୀପାଳ ଶିବ ମନ୍ଦିର ନିକଟରେ ଶୁକ୍ରବାର ଏକ ଦ୍ରୁତଗତି ସ୍କର୍ପିଓ ଗାଡ଼ି ଭାରସାମ୍ୟ ହରାଇ ରାସ୍ତାକଡ଼ ବିଲମାଳରେ ଓଲଟି ପଡ଼ିଥିଲା। ଏହି ଦୁର୍ଘଟଣାରେ ଗାଡ଼ି ଚାଳକ ଗୁରୁତର ଆହତ ହୋଇଥିବା ବେଳେ ଅନ୍ୟ ଯାତ୍ରୀମାନେ ଅଳ୍ପକେ ବର୍ତ୍ତି ଯାଇଥିବା ସୂଚନା ମିଳିଛି।ସୂଚନା ଅନୁଯାୟୀ, OD 02 CV 7901 ନମ୍ବର ବିଶିଷ୍ଟ ସ୍କର୍ପିଓ ଗାଡ଼ିଟି ତାଳଚେର ଅଞ୍ଚଳର ହୋଇଥିବା ବେଳେ ସେଥିରେ ପ୍ରାୟ ୫ରୁ ୬ ଜଣ ତୀର୍ଥଯାତ୍ରୀ କପିଳାସରେ ଦର୍ଶନ ସାରି...
![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{"transform":1},"is_sticker":false,"edited_since_last_sticker_save":true,"containsFTESticker":false}](https://www.jagratbharatnews.in/wp-content/uploads/2026/08/Picsart_26-05-14_06-19-38-643-3-scaled.jpg)





