ଜିଲ୍ଲା ସ୍ତରୀୟ ମିଳିତ ଜନ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ଅନୁଗୋଳ,ତା.୦୨.୦୨:- ଆଜି ଜିଲ୍ଲାପାଳ ଶ୍ରୀ ଅବଦାଲ୍ ମୁହମ୍ମଦ ଅଖତରଙ୍କ ଅଧ୍ୟକ୍ଷତାରେ ପାଳଲହଡା ପଞ୍ଚାୟତ ସମିତି କାର୍ଯ୍ୟାଳୟ ଠାରେ ଜିଲ୍ଲା ସ୍ତରୀୟ ମିଳିତ ଜନଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରରେ ଆରକ୍ଷୀ ଅଧିକ୍ଷକ ରାହୁଳ ଜୈନ ଯୋଗ ଦେଇଥିଲେ । ଜନଶୁଣାଣି ଶିବିରରେ ସମୁଦାୟ ୫୬ଟି ଅଭିଯୋଗ ଗ୍ରହଣ କରାଯାଇଥିଲା । ସେଥିମଧ୍ୟରୁ ୪୦ଟି ବ୍ୟକ୍ତିଗତ ଓ ୧୬ଟି ଗ୍ରାମ୍ୟଭିତ୍ତକ ଅଭିଯୋଗର ଶୁଣାଣି ହୋଇଥିବାବେଳେ ୭ ଟି ଅଭିଯୋଗର ତୁରନ୍ତ ଫଇସଲା କରାଯାଇଥିଲା । ୫ଜଣଙ୍କୁ ରେଡକ୍ରସ ପାଣ୍ଠିରୁ ୩୨ ହଜାର ୫୦୦ ଟଙ୍କା ଚିକିତ୍ସା ସହାୟତା ରାଶି ପ୍ରଦାନ...






![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{"transform":1},"is_sticker":false,"edited_since_last_sticker_save":true,"containsFTESticker":false}](https://www.jagratbharatnews.in/wp-content/uploads/2026/05/Picsart_26-05-14_06-19-38-643-11-scaled.jpg)