ଆଭାସୀ ମାଧ୍ୟମରେ ୪୩ କୋଟି ଟଙ୍କା ବ୍ୟୟରେ ‘ଘଣ୍ଟପଡ଼ା ରେଳ ଓଭର ବ୍ରିଜ’ର ଲୋକାର୍ପଣ କଲେ କେନ୍ଦ୍ରମନ୍ତ୍ରୀ ଦୀର୍ଘଦିନର ଟ୍ରାଫିକ୍ ସମସ୍ୟାର ସମାଧାନ କରିବା ସହ ବିକାଶର ଗତିକୁ ତ୍ୱରାନ୍ୱିତ କରିବ – ଧର୍ମେନ୍ଦ୍ର ପ୍ରଧାନ • ପ୍ରଧାନମନ୍ତ୍ରୀ, ରେଳ ମନ୍ତ୍ରୀ, କେନ୍ଦ୍ର କୋଇଲା ଓ ଖଣି ମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଲେ• ହାଣ୍ଡିଧୁଆ ନିକଟରେ ରେଳ ଫାଟକ ଯୋଗୁଁ ୪୫ ମିନିଟ୍ରୁ ଅଧିକ ସମୟ ଅପେକ୍ଷା କରିବାକୁ ପଡ଼ୁଥିଲା, ଏବେ ଯାତ୍ରା ସହଜ ଓ ସୁରକ୍ଷିତ ହେବ• ତାଳଚେର ଅଞ୍ଚଳର ପ୍ରାୟ ୪୦ ହଜାରରୁ ଅଧିକ ଜନସାଧାରଣ ଉପକୃତ ହେବେ• ତାଳଚେର ଓ ଅନୁଗୋଳ ହେଉଛି ଓଡ଼ିଶାର ‘ଅଭିବୃଦ୍ଧି...






