ବାଲିଗୁଡାରେ ଉପଖଣ୍ଡ ସ୍ତରୀୟ ୮୦ ତମ ସ୍ୱାଧୀନତା ଦିବସ ମହୋତ୍ସବ ପାଳନ
ବାଲିଗୁଡାରେ ଉପଖଣ୍ଡ ସ୍ତରୀୟ ୮୦ ତମ ସ୍ୱାଧୀନତା ଦିବସ ମହୋତ୍ସବ ପାଳନ ବାଲିଗୁଡା,ତା, ୧୫/୦୮:(ସୁଶୀଳ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ଠାରେ ଉପଖଣ୍ଡ ସ୍ତରୀୟ ୮୦ ତମ ସ୍ୱାଧୀନତା ଦିବସ ବିପୁଳ ଉତ୍ସାହ ଓ ଉଦ୍ଦୀପନା ର ସହ ପାଳନ…
