ଜିଲ୍ଲା ସମାଜ କଲ୍ୟାଣ କାର୍ଯ୍ୟାଳୟ ପକ୍ଷରୁ ନାରୀ ସୁରକ୍ଷା, ଲିଙ୍ଗ ସମସ୍ୟା ଉପରେ ଗୁରୁତ୍ୱ ଭବାନୀପାଟଣା (ଜାଗ୍ରତ ଭାରତ) ଟାଉନହଲ୍, ଭବାନୀପାଟଣାରେ ବ୍ଲକ୍ ସ୍ତରୀୟ ଆଇନ ସଚେତନତା କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି। କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଲ ତନ୍ମୟ କୁମାର ଦର୍ୱାନ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ। ଜିଲ୍ଲା ସଂସ୍କୃତି ଅଧିକାରୀ ବିବେକାନନ୍ଦ ମହାନନ୍ଦ, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଶୈଳେନ୍ଦୁ ଶେଖର ମହାପାତ୍ର,ଜିଲ୍ଲା ସମାଜ କଲ୍ୟାଣ ଅଧିକାରିଣୀ ମୁଜିବୁନ ନିଶା , ସମାଜ କଲ୍ୟାଣ ଅଧିକାରିଣୀ ସୁମିତା ଦେବୀ ତ୍ରିପାଠୀ, ଶିଶୁ କଳ୍ୟାଣ ସମିତିର ଅଧ୍ୟକ୍ଷା ସ୍ୱର୍ଣ୍ଣଲତା ମହାନ୍ତି, ପୂର୍ବତନ ଜିଲ୍ଲା ପରିଷଦ ଅଧ୍ୟକ୍ଷା ନମିତା ରାଣୀ ସାହୁ, ମହିଳା ନେତ୍ରୀ...



![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{"transform":1},"is_sticker":false,"edited_since_last_sticker_save":true,"containsFTESticker":false}](https://www.jagratbharatnews.in/wp-content/uploads/2026/06/Picsart_26-05-14_06-19-38-643-14-scaled.jpg)


