ଅପ୍ରେଲ ୧୭ରୁ ପ୍ରଥମରୁ ଦ୍ୱାଦଶ ଶ୍ରେଣୀର ପାଠପଢ଼ା ହେବ ସକାଳ ୬.୩୦ରୁ ଦିନ ୧୧ଟା ପର୍ଯ୍ୟନ୍ତ
ଭୁବନେଶ୍ୱର ( ୧୫ / ୦୪ / ୨୦୨୩) ରାଜ୍ୟ ସରକାରଙ୍କ ନିଷ୍ପତ୍ତି କ୍ରମେ ଚଳିତ ଅପ୍ରେଲ ୧୭ରୁ ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖ୍ ରାଜ୍ୟର ସମସ୍ତ ସରକାରୀ ବିଦ୍ୟାଳୟ , ବେସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଏବଂ ବେସରକାରୀ ବିଦ୍ୟାଳୟଗୁଡ଼ିକରେ ପ୍ରଥମରୁ ଦ୍ଵାଦଶ…
