ସୁଲକ୍ଷଣା ଦେବୀ ସରକାରୀ ଉଚ୍ଚ ବିଦ୍ୟାଳୟ, ଢେଙ୍କାନାଳରେ ଜିଲ୍ଲା ସ୍ତରୀୟ ମୋ ସ୍କୁଲ କାର୍ଯ୍ୟକ୍ରମ ଅନ୍ତର୍ଗତ ପ୍ରାକ୍ତନ ଛାତ୍ରୀ, ଛାତ୍ରଙ୍କ ସମ୍ବର୍ଦ୍ଧନା ଓ ଓଡ଼ିଶାର ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଧନ୍ୟବାଦ ପତ୍ର ପ୍ରଦାନ ଉତ୍ସବ ଅନୁଷ୍ଠିତ ହୋଇଯାଇଛି ଢେଙ୍କାନାଳ:ତା.୧୩.୦୪.୨୦୨୦ରିଖ: ( ) ସ୍ଥାନୀୟ ସୁଲକ୍ଷଣା ଦେବୀ ସରକାରୀ ଉଚ୍ଚ ବିଦ୍ୟାଳୟ, ଢେଙ୍କାନାଳ ସଭାଗୃହରେ ଅପରାହ୍ଣ ୪ ଘଟିକା ସମୟରେ କୋଭିଡ ନିୟମ ଅନୁପାଳନ କରି ଜିଲ୍ଲା ପ୍ରଶାସନ(ଶିକ୍ଷା ବିଭାଗ) ଆନୁକୂଲ୍ୟରେ ଜିଲ୍ଲାସ୍ତରୀୟ ମୋ ସ୍କୁଲ କାର୍ଯ୍ୟକ୍ରମ ଅନ୍ତର୍ଗତ ପ୍ରାକ୍ତନ ଛାତ୍ରୀ, ଛାତ୍ରଙ୍କ ସମ୍ବର୍ଦ୍ଧନା ଓ ଓଡ଼ିଶାର ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଧନ୍ୟବାଦ ପତ୍ର ପ୍ରଦାନ ଉତ୍ସବ ଅନୁଷ୍ଠିତ ହୋଇଯାଇଛି।ଢେଙ୍କାନାଳ ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀମତୀ...






