ଜଗତସିଂହପୁର : ରେଞ୍ଜରଙ୍କ ଘରେ ଭିଜିଲାନସ ରେଡ୍ । ଏକାସଙ୍ଗେ ୫ଟି ସ୍ଥାନରେ ରେଡ୍। ଜଗତସିଂହପୁର ବନବିଭାଗ ରେଞ୍ଜର ରାଜେନ୍ଦ୍ର କୁମାର ସାମନ୍ତରାୟଙ୍କ ଘରେ ଭିଜିଲାନ୍ସ ଚଢ଼ାଉ । ଆୟବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବାସଭବନ ଓ କାର୍ଯ୍ୟାଳୟ ସମେତ ଏକାସଙ୍ଗେ ୫ଟି ସ୍ଥାନରେ ପଞ୍ଚା ମାରିଛି ଭିଜିଲାନ୍ସ ।ଚଢାଉରେ ବିଭିନ୍ନ କାଗଜପତ୍ର ଓ ବ୍ୟାଙ୍କ ପାସ ବୁକ ଜବତ ହୋଇଥିବା ସୂଚନା ମିଳିଛି । ଚଢାଉ ହେଉଥିବା ସ୍ଥାନ ମଧ୍ୟରେ ଜଗତସିଂହପୁର ସଦର ଥାନା ଚାଟରା ସ୍ଥିତ ବାସଭବନ ଓ ସରକାରୀ କାର୍ଯ୍ୟାଳୟ ରହିଛି ।କୋଟିପତି ରେଂଜର ରାଜେନ୍ଦ୍ର ସାମନ୍ତରାୟଙ୍କ ସଂପତ୍ତି ଦେଖି ଟେରା ହୋଇଗଲା ଭିଜିଲାନ୍ସ । ଏବେ...

![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{"transform":1},"is_sticker":false,"edited_since_last_sticker_save":true,"containsFTESticker":false}](https://www.jagratbharatnews.in/wp-content/uploads/2026/07/Picsart_26-05-14_06-19-38-643-20-scaled.jpg)


