
*( ଜଗତସିଂହପୁର ବ୍ଲକ ଆଳିପିଙ୍ଗଳ ଠାରେ ଅମରେନ୍ଦ୍ର ଦାସ ଙ୍କ ନେତୃତ୍ୱ ରେ ବିଜୁ ଜନତା ଦଳ ର ବନ୍ଧୁ ମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ) ଜଗତସିଂହପୁର ତା =19/3/23 ଜଗତସିଂହପୁର ବ୍ଲକ ଅନ୍ତର୍ଗତ ଆଳିପିଙ୍ଗଳ ଠାରେ ପୂର୍ବତନ ରାଜ୍ୟ କାଜୁ ନିଗମ ଅଧ୍ୟକ୍ଷ ଅମରେନ୍ଦ୍ର ଦାସ ଙ୍କ ନେତୃତ୍ୱ ରେ ବିଜୁ ଜନତା ଦଳ ର ବୟୋଜ୍ୟେଷ୍ଠ ନେତୃବୃନ୍ଦ, ମା, ମାଉସୀ, ଓ ଯୁବଛାତ୍ର ମାନଙ୍କୁ ନେଇ ଏକ ବନ୍ଧୁ ମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି l ଆଳିପିଙ୍ଗଳ କାଠପୋଲ ଠାରୁ ହଜାର ହଜାର ସଂଖ୍ୟାରେ ବିଜୁ ଜନତା ଦଳ କର୍ମୀ ମାନଙ୍କ ଦ୍ୱାରା ବିରାଟ ଶୋଭାଯାତ୍ରା ରେ ଯୁବ...















