କୃତ୍ରିମ ବୁଦ୍ଧିମତା ପ୍ରଯୁକ୍ତି ବିଦ୍ୟା ପ୍ରୟୋଗ କର୍ମଶାଳା ଅନୁଷ୍ଠିତ । ଢ଼େଙ୍କାନାଳ, ତା. ୨୦.୫.୨୦୨୬- ଆଜି ଜିଲ୍ଲା କାର୍ଯ୍ୟାଳୟ ସଦଭାବନା ସଭାଗୃହ ଠାରେ ଏକ ଦିନିଆ କୃତ୍ରିମ ବୁଦ୍ଧିମତା ପ୍ରଯୁକ୍ତି ବିଦ୍ୟା ପ୍ରୟୋଗ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି । ଏହି କର୍ମଶାଳାକୁ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ରମେଶ ଚନ୍ଦ୍ର ସେଠି ଶୁଭାରମ୍ଭ କରିଥିଲେ । କୃତ୍ରିମ ବୁଦ୍ଧିମତା ପ୍ରଯୁକ୍ତି ବିଦ୍ୟା ପ୍ରୟୋଗ ଦ୍ୱାରା ସରକାରୀ କାର୍ଯ୍ୟ ସୁନ୍ଦର ଭାବରେ ଏବଂ ସ୍ୱଳ୍ପ ସମୟ ମଧ୍ୟରେ ସଂପାଦନ ହୋଇପାରିବ, ଏଣୁ ଏହାର ଉପଯୋଗ କରି ସରକାରୀ କାର୍ଯ୍ୟକୁ ସୁଚାରୁ ରୂପେ ସମ୍ପାଦନ କରିବାକୁ ସେ ବିଭାଗୀୟ ଅଧିକାରୀ ମାନଙ୍କୁ ପରାମର୍ଶ ଦେଇଥିଲେ ।...

![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{"transform":1},"is_sticker":false,"edited_since_last_sticker_save":true,"containsFTESticker":false}](https://www.jagratbharatnews.in/wp-content/uploads/2026/06/Picsart_26-05-14_06-19-38-643-12-scaled.jpg)




