
ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ଫେବୃୟାରୀ ୧୦ରୁ ୧୧, ୨୦୨୩ ପର୍ଯ୍ୟନ୍ତ ଓଡିଶା ଗସ୍ତରେ ଆସିବେ । ଫେବୃୟାରୀ ୧୦, ୨୦୨୩ରେ ରାଷ୍ଟ୍ରପତି ଭୁବନେଶ୍ୱର ଠାରେ ଜ୍ଞାନପ୍ରଭା ମିଶନର ପ୍ରତିଷ୍ଠା ଦିବସ ସମାରୋହରେ ସାମିଲ ହେବେ । ସେହିଦିନ ରାଷ୍ଟ୍ରପତି ଭୁବନେଶ୍ୱର ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟର ଦ୍ୱିତୀୟ ସମାବର୍ତ୍ତନ ଉତ୍ସବରେ ଯୋଗ ଦେବେ । ଫେବୃୟାରୀ ୧୧, ୨୦୨୩ରେ ରାଷ୍ଟ୍ରପତି କଟକ ସ୍ଥିତ ଆଇସିଏଆର- ଜାତୀୟ ଧାନ ଗବେଷଣା ପ୍ରତିଷ୍ଠାନରେ ଦ୍ୱିତୀୟ ଇଣ୍ଡିଆନ ରାଇସ କଂଗ୍ରେସକୁ ଉଦଘାଟନ କରିବେ ।















![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{"transform":1},"is_sticker":false,"edited_since_last_sticker_save":true,"containsFTESticker":false}](https://www.jagratbharatnews.in/wp-content/uploads/2026/08/Picsart_26-05-14_06-19-38-643-1-scaled.jpg)