ଆସନ୍ତା ବର୍ଷରୁ ନିଟ୍ ପରୀକ୍ଷା ଓଏମ୍ଆର ସିଟ୍ ବଦଳରେ କମ୍ପ୍ୟୁଟର ଆଧାରିତ ହେବ: ଧର୍ମେନ୍ଦ୍ର ପ୍ରଧାନ
ଏଣିକି ଅନଲାଇନରେ ହେବ ନିଟ୍ ପରୀକ୍ଷା । ଆସନ୍ତା ବର୍ଷରୁ ଅନଲାଇନରେ ହେବ ପରୀକ୍ଷା ଏନେଇ ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି – ଓଏମଆର ଅପେକ୍ଷା ସିବିଟି ଭଲା ଏନେଇ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜି ଏହି ପ୍ରସଙ୍ଗରେ ଏକ…
