ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ଅବସରରେ ରାଜ୍ୟବାସୀଙ୍କୁ ସ୍ୱାଗତ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ନିୟମ, ନିଷ୍ଠାର ସହ ରଥଯାତ୍ରାରେ ସାମିଲ ହୋଇ ରଥାରୁଢ଼ ମହାପ୍ରଭୁଙ୍କ ଦିବ୍ୟ ଦର୍ଶନ କରି ଆଶୀର୍ବାଦ ଲାଭ କରିବାକୁ ମୁଖ୍ୟମନ୍ତ୍ରୀ କହିଛନ୍ତି । ସେହିପରି ରାଜ୍ୟପାଳ ହରିବାବୁ କମ୍ଭମ୍ପତି ମଧ୍ୟ ମଧ୍ୟ ପବିତ୍ର ରଥଯାତ୍ରା ଅବସରରେ ସମସ୍ତଙ୍କୁ ଶାନ୍ତି ଓ ସୁଖ ସମୃଦ୍ଧିର କାମନା କରିବା ସହ ପ୍ରଭୁଙ୍କର ସ୍ବର୍ଗୀୟ ଆଶୀର୍ବାଦ କାମନା କରି ଶୁଭେଚ୍ଛା ଜଣାଇଛନ୍ତି ।






![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{"transform":1},"is_sticker":false,"edited_since_last_sticker_save":true,"containsFTESticker":false}](https://www.jagratbharatnews.in/wp-content/uploads/2026/08/Picsart_26-05-14_06-19-38-643-8-scaled.jpg)