ଭୂବନେଶ୍ୱର, ୧୩/୦୪ : ଆଜି ମୁଖ୍ୟମନ୍ତ୍ରୀ ସିଂହଦ୍ଵାର ନିକଟରେ ପହଞ୍ଚିବା ପରେ ତାଙ୍କୁ ମନ୍ଦିର ପ୍ରଶାସନ ଏବଂ ସେବାୟତଙ୍କ ପକ୍ଷରୁ ସ୍ଵାଗତ କରାଯାଇଥିଲା। ମହାପ୍ରଭୁଙ୍କ ଆଶିଷ ନେବା ପରେ ମୁଖ୍ୟମନ୍ତ୍ରୀଙ୍କ ଦ୍ଵାରା ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପ୍ରକାଶିତ ଓଡିଆ ନୂଆବର୍ଷ କ୍ୟାଲେଣ୍ଡର ଉନ୍ମୋଚିତ ହୋଇଛି। ରାଜସ୍ଵ ମନ୍ତ୍ରୀ ସୁରେଶ ପୂଜାରୀ , ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ , ମୁଖ୍ୟ ଶାସନ ସଚିବ, ଶ୍ରୀମନ୍ଦିର ପ୍ରଶାସକ ପ୍ରମୂଖ ଉପସ୍ଥିତ ଥିଲେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ରାଜ୍ୟବାସୀଙ୍କୁ ଓଡିଆ ନବ ବର୍ଷର ଶୁଭଚ୍ଛୋ ଜଣାଇଛନ୍ତି।






![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{},"is_sticker":false,"edited_since_last_sticker_save":false,"containsFTESticker":false}](https://www.jagratbharatnews.in/wp-content/uploads/2026/06/Picsart_26-06-12_12-40-19-148.jpg)