ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ରତ୍ନଭଣ୍ଡାର ସଂପୂର୍ଣ୍ଣ ସୁରକ୍ଷିତ ରହିଛି । ପୁରୀର ଜଗନ୍ନାଥ ମନ୍ଦିରର ରତ୍ନ ଭଣ୍ଡାରରେ ଗଚ୍ଛିତ ମୂଲ୍ୟବାନ ସାମଗ୍ରୀର ଚାଲୁଥିବା ତାଲିକାରେ ଏପର୍ଯ୍ୟନ୍ତ କୌଣସି ଅସଙ୍ଗତି ଚିହ୍ନଟ ହୋଇନାହିଁ ବୋଲି କହିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ ପାଢ଼ୀ। ଭିତର ରତ୍ନଭଣ୍ଡାରରେ ରହିଛି ପ୍ରାୟ ୫୯୮ ପ୍ରକାର ଅଳଙ୍କାର । ୧୯୭୮ ମସିହାରେ ପ୍ରସ୍ତୁତ ହୋଇଥିବା ରତ୍ନ ଅଳଙ୍କାର ସହ ହୋଇଛି ମେଳକ ପ୍ରକ୍ରିୟା । ସେ କହିଛନ୍ତି ପ୍ରଥମେ ବାହାର ଭଣ୍ଡାର ଓ ପରେ ଭିତର ରତ୍ନଭଣ୍ଡାର ଅଳଙ୍କାର ଗଣତିମନ୍ତି ସଫଳତାର ସହିତ ସମାପ୍ତ ହୋଇଛି। ଏବେ ଭିତର ରତ୍ନଭଣ୍ଡାରର ଶୁଦ୍ଧି ପ୍ରକ୍ରିୟା ମଧ୍ୟ ସୁଚାରୁ ଭାବେ...


![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{"transform":1},"is_sticker":false,"edited_since_last_sticker_save":true,"containsFTESticker":false}](https://www.jagratbharatnews.in/wp-content/uploads/2026/08/Picsart_26-05-14_06-19-38-643-7-scaled.jpg)



