ଭୂବନେଶ୍ୱର, ୧୪/୦୨ : ଆସନ୍ତା ୧୬ ତାରିଖ ଦିନ କଟକ ବାରବାଟୀରେ ହେବାକୁ ଯାଉଛି ସେଲିବ୍ରିଟି କ୍ରିକେଟ୍ ଲିଗ୍ । ଏଥିପାଇଁ ୪ଟି ଟିମ୍ କଟକ ଆସୁଛନ୍ତି । ଏନେଇ ସୂଚନା ଦେଇଛନ୍ତି ବଲିଉଡ୍ ନିର୍ଦ୍ଦେଶକ ବନି କପୁର । ବିଧାନସଭା ଚାଲିଥିବା ବେଳେ ମୁଖ୍ୟମନ୍ତ୍ରୀଙ୍କୁ ବିଧାନସଭାରେ ଦେଖା କରିବାକୁ ପହଞ୍ଚିଥିଲେ ବାପ ପୁଅ । ଏହାସହ କ୍ରୀଡା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କୁ ମଧ୍ୟ ଭେଟିଥିଲେ ବନି କପୁର ଓ ଅର୍ଜୁନ କପୁର। ଏହି ସାକ୍ଷାତ ଆଲୋଚନା ସମୟରେ ଉପ ମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ ଏବଂ ମନ୍ତ୍ରୀ ମଣ୍ଡଳର ସଦସ୍ୟ ଓ ବିଧାୟକ ମାନେ ଉପସ୍ଥିତ ଥିଲେ ।...









![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{"transform":1},"is_sticker":false,"edited_since_last_sticker_save":true,"containsFTESticker":false}](https://www.jagratbharatnews.in/wp-content/uploads/2026/06/Picsart_26-05-14_06-19-38-643-14-scaled.jpg)