
ସ୍ବାମି ସ୍ତ୍ରୀଙ୍କ କଳହରେ ସ୍ବାମି ରଶି ଲଗାଇ ଆତ୍ମହତ୍ୟା ସ୍ବାମି ସ୍ତ୍ରୀ କଳହର କରୁଣ ପରିଣତି। ସ୍ବାମି ରଶି ଲଗାଇ ଆତ୍ମହତ୍ୟା କଲେ। ପରିବାର ଲୋକେ ବ୍ୟବଛେଦ ନକରାଇ ଶବ ଶତ୍କାର ବେଳେ ଶବ ଜବତ କଲା ପୋଲିସ । ଘଟଣା ଘଟିଛି ଢେଙ୍କାନଳ ଜିଲ୍ଲା କାମାକ୍ଷାନଗର ଥାନା ବଡମୁକ୍ତାପଶି ଗ୍ରାମରେ। ସୁଚନା ମୁତାବକ ଗତ କାଲି ଗୁରୁତର ଗ୍ରାମର ଶ୍ରୀକାନ୍ତ ପାତ୍ର ଓ ତାଙ୍କ ସ୍ତ୍ରୀ ଉଭୟଙ୍କ ମଧ୍ୟରେ ଝଗଡା ଲାଗିଥିଲା। ଝଗଡା ଏତେ ତିବ୍ରତର ଥିଲା ଯେ ସ୍ବାମି ରଶି ଲଗାଇ ଆତ୍ମହତ୍ୟା କରିବାକୁ ବାଧ୍ୟ ହୋଇଥିଲେ। ପରିବାର ଲୋକେ ଉଦ୍ଧାର କରି ତୁରନ୍ତ ମଠକରଗୋଳା ଗୋଷ୍ଠିସ୍ବାସ୍ଥ୍ୟକେନ୍ଦ୍ରକୁ ନେଇଥିଲେ।...











![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{},"is_sticker":false,"edited_since_last_sticker_save":false,"containsFTESticker":false}](https://www.jagratbharatnews.in/wp-content/uploads/2026/06/Picsart_26-06-12_12-40-19-148.jpg)


