ବ୍ରହ୍ମପୁର, ୨/୪ : ପଣ୍ଡିତ ଦୀନଦୟାଲ ଉପାଧ୍ୟାୟ ପ୍ରଶିକ୍ଷଣ ମହାଅଭିଯାନ ୨୦୨୬ ଗୋପାଳପୁର ବିଧାନସଭା ଅନ୍ତର୍ଗତ ଛଅ ଗୋଟି ମଣ୍ଡଳକୁ ନେଇ ସ୍ଥାନୀୟ ଅକ୍ସଫୋର୍ଡ଼ ପବ୍ଲିକ ସ୍କୁଲ ଠାରେ ଅନୁଷ୍ଠିତ ହୋଇଯାଇଛି । ଏହି ମଣ୍ଡଳ ପ୍ରଶିକ୍ଷଣ ମହାଅଭିଯାନ ଦୁଇ ଦିନ ଧରି ଅନୁଷ୍ଠିତ ହେବ । ଉଦଘାଟନୀ ସମାରୋହରେ ଭାରତୀୟ ଜନତା ପାର୍ଟିର ରାଜ୍ୟ ସାଧାରଣ ସମ୍ପାଦକ ସାରଦା ପ୍ରସାଦ ସତପଥୀ, ଓଡ଼ିଶା ସରକାରଙ୍କ ମାନ୍ୟବର ବାଣିଜ୍ୟ ଓ ପରିବହନ ଏବଂ ଖଣି ଓ ଇସ୍ପାତ ମନ୍ତ୍ରୀ ବିଭୂତି ଭୂଷଣ ଜେନା,ବିଜେପି ଗଞ୍ଜାମ ଜିଲ୍ଲା ସଭାପତି ସରୋଜ ସାବତ,ରାଷ୍ଟ୍ରୀୟ ପରିଷଦ ସଦସ୍ୟ କାହ୍ନୁ ଚରଣ ପତି,ଜିଲ୍ଲା ସାଧାରଣ ସମ୍ପାଦକ ଗୈାରୀ...
![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{"transform":1},"is_sticker":false,"edited_since_last_sticker_save":true,"containsFTESticker":false}](https://www.jagratbharatnews.in/wp-content/uploads/2026/08/Picsart_26-05-14_06-19-38-643-5-scaled.jpg)




