ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣଚନ୍ଦ୍ର ମହାପାତ୍ରଙ୍କ ସୁବର୍ଣ୍ଣପୁର ଗସ୍ତ: ସହରାଂଚଳ ଉନ୍ନୟନ କାର୍ଯ୍ୟର ସମୀକ୍ଷା ଓ ନୂତନ ପ୍ରକଳ୍ପର ଶୁଭାରମ୍ଭ
ସୁବର୍ଣ୍ଣପୁର : ଓଡିଶା ସରକାରଙ୍କ ଗୃହ, ନଗର ଉନ୍ନୟନ ଓ ସାଧାରଣ ଉଦ୍ୟୋଗ ମନ୍ତ୍ରୀ ଡ. କୃଷ୍ଣଚନ୍ଦ୍ର ମହାପାତ୍ର ଆଜି ଦିନିକିଆ ସୁବର୍ଣ୍ଣପୁର ଜିଲ୍ଲା ଗସ୍ତରେ ଆସି ଜିଲ୍ଲାପାଳଙ୍କ ସମ୍ମିଳନା କକ୍ଷରେ ସୋନପୁର ପୌର ପରିଷଦ ସହ ବିନିକା ଓ ତରଭା…
