Category: ସୁବର୍ଣ୍ଣପୁର

ମାନବ ସେବାଶ୍ରମ କୁ ପରିଦର୍ଶନ କଲେ ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ(DSSO)

ଅନଗୁଳ ସୁଷୁଡ଼ା ମାଳତୀ ବିହାର ମସାଣି ପଡିଆ ପଛ ପାଖରେ ଥିବା ମାନବ ସେବାଶ୍ରମ କୁ ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଶ୍ରୀଯୁକ୍ତ ନାରାୟଣ ମହାପାତ୍ର ପରିଦର୍ଶନ କରିବା ସହ ଆଶ୍ରମ ରେ ପଚିଶ ଜଣ ଅନ୍ତେବାସୀ ଙ୍କୁ ବସ୍ତ୍ର ଓ…

ଗ୍ରାମ୍ୟ ଉନ୍ନୟନ ବିଭାଗର ମାସିକ ସମୀକ୍ଷା ବୈଠକ ଅନୁଷ୍ଠିତ

( ଧାର୍ଯ୍ୟ ସମୟ ମଧ୍ୟରେ ପ୍ରକଳ୍ପ ଶେଷ କରିବାକୁ ନିର୍ଦ୍ଦେଶ ) ଭୁବନେଶ୍ୱର (୨୮ / ୦୪ / ୨୦୨୩) ଗ୍ରାମ୍ୟ ଉନ୍ନୟନ ବିଭାଗ ଅଧୀନସ୍ତ ସମସ୍ତ ଯୋଜନା ଓ ପ୍ରକଳ୍ପଗୁଡିକ ଧାର୍ଯ୍ୟ ସମୟସୀମା ମଧ୍ୟରେ ଶେଷ କରିବା ପାଇଁ ବିଭାଗୀୟ…

ଉତ୍କଳଗୌରବ ମଧୁସୂଦନ ଦାସ ଥିଲେ ଓଡ଼ିଆ ଅସ୍ମିତା ଓ ସ୍ୱାଭିମାନର ମୂର୍ତ୍ତିମନ୍ତ ପ୍ରତୀକ

ଉତ୍କଳଗୌରବ ମଧୁସୂଦନ ଦାସ ଥିଲେ ଓଡ଼ିଆ ଅସ୍ମିତା ଓ ସ୍ୱାଭିମାନର ମୂର୍ତ୍ତିମନ୍ତ ପ୍ରତୀକ ଭୁବନେଶ୍ୱର (୨୮ / ୦୪ / ୨୦୨୩) ଉତ୍କଳଗୌରବ ମଧୁସୂଦନ ଦାସ ହେଉଛନ୍ତି ଓଡ଼ିଆ ଅସ୍ମିତା ଓ ସ୍ଵାଭିମାନର ମୂର୍ତ୍ତିମନ୍ତ ପ୍ରତୀକ । ସ୍ଵତନ୍ତ୍ର ଓଡ଼ିଶା ଗଠନର…

ନାବାଳିକାଙ୍କୁ ପ୍ରେମ କରି ଯୁବକ ଗିରଫ

ଅନୁଗୋଳ ଜିଲ୍ଲା ବଅଁରପାଳ ଥାନା ଅନ୍ତର୍ଗତ ଅଞ୍ଚଳରେ ଜଣେ ନାବାଳିକାଙ୍କୁ ପ୍ରେମ କରି ଯୁବକ ଗିରଫ ହୋଇଛି ।ସୂଚନା ଅନୁଯାୟୀ ୧୬ ବର୍ଷୀୟ ନାବାଳିକାଙ୍କୁ ଇଂସ୍ତାଗ୍ରାମ ମାଧ୍ୟମରେ କେନ୍ଧୁଝର ଜିଲ୍ଲାର ଟେଲକୋଈ ଅଞ୍ଚଳର ଯୁବକ ପିଣ୍ଟୁ ମୁଖୀ (୨୩)ପ୍ରେମ କରିଥିଲେ। ନାବାଳିକାଙ୍କ…

ନାବାଳିକାକୁ ଅପହରଣ କରି ନାବାଳକ ଗିରଫ

ଅନୁଗୋଳ ଜିଲ୍ଲା ବଅଁରପାଳ ଥାନା ଅନ୍ତର୍ଗତ ଅଞ୍ଚଳରେ ଗତ ମାସରେ ଜଣେ ନାବାଳକ ଅନ୍ୟ ଜଣେ ନାବାଳିକାଙ୍କୁ ପ୍ରେମ କରି ଅପହରଣ କରି ରଖିଥିବା ଅଭିଯୋଗରେ ନାବାଳକ ଗିରଫ ହୋଇଛି।ସୂଚନା ଅନୁଯାୟୀ ୧୭ ବର୍ଷୀୟ ନାବାଳକ ପ୍ରେମ କରି ଫୁଶୁଳେଇ ଜଣେ…

ଚାରି ଦଫା ଦାବି ନେଇ ଭାରତୀୟ ମଜଦୁର ସଂଘର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ

ଅନୁଗୋଳ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଭାରତୀୟ ମଜଦୁର ସଂଘ ତରଫରୁ ଚାରି ଦଫା ଦାବି ନେଇ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା। ସୂଚନା ଯେ, ସର୍ବ ନିମ୍ନ ମଜୁରୀ ନାଁରେ ଶ୍ରମିକ ମାନଙ୍କ ସହିତ ଦୀର୍ଘ ଦିନ ଧରି କେବଳ ଚାଳନା ହୋଇ…

ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକ ଙ୍କ ପ୍ରତିମୂର୍ତ୍ତୀ କୁ କଲେ ଅଣଦେଖା

ଅନୁଗୋଳ ସହରର ହେମସୁରପଡ଼ା ଦୁର୍ଗା ମଣ୍ଡପ ପାଖରେ ଥିବା ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଗୋଟିଏ ପ୍ରତିମୂର୍ତ୍ତି ଅଛି। ତେଣୁ ଗତ କାଲି ବିଜୁଟ୍ଟନାୟକ ଙ୍କର ୨୬ ତମ ତିରୋଧାନ ଶ୍ରାଦ୍ଧ ବାର୍ଷିକୀ ଉତ୍ସବ ପାଳନ କରା ଯାଇଥିଲା। କିନ୍ତୁ ଅନୁଗୋଳ…

ଟାଟା ଷ୍ଟିଲ୍ ମେରାମଣ୍ଡଳୀ ଓ ଅନୁଗୁଳ ଏନର୍ଜି ପକ୍ଷରୁ ଜାତୀୟ ଅଗ୍ନିଶମ ସପ୍ତାହ ପାଳିତ

ଡିଷ୍ଟ୍ରିକ୍ଟ କ୍ରାଇସିସ୍ ଗ୍ରୁପ୍ ଉପସ୍ଥିତିରେ ଜରୁରୀକାଳୀନ ମକ୍ ଡ୍ରିଲ୍ ଅନୁଷ୍ଠିତ ଟାଟା ଷ୍ଟିଲ୍ ମେରାମଣ୍ଡଳୀ ( ଟିଏସ୍ଏମ୍ ) ଓ ଟାଟା ଷ୍ଟିଲ୍‌ର ଅନ୍ୟତମ ସହାୟକ କଂପାନି ଅନୁଗୁଳ ଏନର୍ଜି ଲିମିଟେଡ୍ ( ଏଇଏଲ୍ ) ପକ୍ଷରୁ ମକ୍ ଡ୍ରିଲ୍ ଓ…

ବିଭିନ୍ନ ସମସ୍ୟାକୁ ନେଇ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ବୈଠକ

ଅନୁଗୋଳ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଆଜି ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ସୂଚନା ଯେ, ଅନୁଗୋଳ ଉପଜିଲ୍ଲାପାଳ ବାଇଦୁର ଦୀପ ନେତୃତ୍ଵରେ ଆଜି ଏକ ମଲ୍ଟି ସ୍କ୍ୱାର୍ଡ ଗଠନ କରାଯାଇ ଥିଲା। ରାସ୍ତାରେ ବେଆଇନ ପାର୍କିଂ, ଟ୍ରାଫିକ୍ ସମସ୍ୟା ପେଟ୍ରୋଲ ପମ୍ପ,…

କଲେଜ ବାଇପାସ ୫୫ନମ୍ବର ଜାତୀୟ ରାଜପଥ ଘଣ୍ଟିକିଆ ରାଜପଥ ଅବରୋଧ ।

ଢେଙ୍କାନାଳ କଲେଜ ବାଇପାସ୍ ଛକ ୫୫ନମ୍ବର ଜାତୀୟ ରାଜପଥ ଅବରୋଧକୁ ଆଜି,ସାଂସଦଙ୍କ ଦ୍ଵାରା ୧ଘଣ୍ଟିଆ ରାସ୍ତା ଅବରୋଧ କରାଯାଇଛି। ଜାତୀୟ ରାଜପଥର କାର୍ଯ୍ୟରେ ଅହେତୁକ ବିଳମ୍ବ ଯୋଗୁଁ ପ୍ରତ୍ୟେକ ଦିନ ଛୋଟବଡ ଦୁର୍ଘଟଣା ଘଟି ବହୁ ଧନଜୀବନ ନଷ୍ଟ ହେଉଛି। ଏହାର…