ରାୟଗଡ ଓ ଝାରସୁଗୁଡା ଜିଲ୍ଲାରେ ଏହି ଯୋଜନାର ଶୁଭାରମ୍ଭ କରିଛନ୍ତି ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ। ପ୍ରତି ପଞ୍ଚାୟତ ପାଇବେ ୫୦ ଲକ୍ଷ ଟଙ୍କା
ରାଜ୍ୟ ସରକାରଙ୍କର ଗ୍ରାମାଭିମୂଖୀ ମହତ୍ବକାଂକ୍ଷୀ ଯୋଜନା ‘ଆମ ଓଡିଶା ନବୀନ ଓଡିଶା’ କାର୍ଯ୍ୟକ୍ରମର ଷଷ୍ଠ ଦିନରେ ରାୟଗଡ ଓ ଝାରସୁଗୁଡା ଜିଲ୍ଲାରେ ଏହି ଯୋଜନାର ଶୁଭାରମ୍ଭ କରିଛନ୍ତି ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ। ପ୍ରତି ପଞ୍ଚାୟତ ପାଇବେ ୫୦ ଲକ୍ଷ…
