ବାଲିଗୁଡା ସହରରେ ପ୍ରବଳ ଥଣ୍ଡା ସହ କୁହୁଡି , ୧୦ଡିଗ୍ରୀ ତଳକୁ ଖସିଲା ପାରଦ
ବାଲିଗୁଡା:(ସୁଶିଲ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ସମେତ ବାଲିଗୁଡା ତଥା ଏହାର ଆଖପାଖ ଅଞ୍ଚଳରେ ଚଳିତ ବର୍ଷ ଶୀତ ଏକପ୍ରକାର ଲୁଚକାଳି ଖେଳୁଥିବା ବେଳେ ଶୀତ ଋତୁ ଆରମ୍ଭର ଦୀର୍ଘ ଦିନ ବ୍ୟବଧାନ ପରେ ଶୁକ୍ରବାର ପ୍ରବଳ ଥଣ୍ଡା ଅନୁଭୂତ ହେଉଛି…
