ଜାତୀୟ ସେବା ଯୋଜନା ଆନୁକୁଲ୍ୟରେ ଢେଙ୍କାନାଳ ସ୍ବୟଂଶାସିତ ମହାବିଦ୍ୟାଳୟରେ “ରାଷ୍ଟ୍ରୀୟ ଏକତା ଦିବସ” ପାଳିତ
ଜାତୀୟ ସେବା ଯୋଜନା ଆନୁକୁଲ୍ୟରେ ଢେଙ୍କାନାଳ ସ୍ବୟଂଶାସିତ ମହାବିଦ୍ୟାଳୟରେ “ରାଷ୍ଟ୍ରୀୟ ଏକତା ଦିବସ” ପାଳିତ ଢେଙ୍କାନାଳ ସ୍ବୟଂଶାସିତ ମହାବିଦ୍ୟାଳୟର ଜାତୀୟ ସେବା ଯୋଜନା ଶାଖା ଦ୍ବାରା ମହାବିଦ୍ୟାଳୟର ପରିସରରେ ଲୌହ ମାନବ ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ପୂଣ୍ୟ ତିଥ୍ ଅବସରରେ ଦେଶବ୍ୟାପୀ…
