ମୃତ ଚାଷୀ ମଣିରାମ ମହାନ୍ତିଙ୍କ ପରିବାରକୁ ଭେଟି ଜିଲ୍ଲାପାଳଙ୍କୁ ଦାବିପତ୍ର ପ୍ରଦାନ କଲେ ବିଧାୟିକା ପ୍ରମିଳା ମଲ୍ଲିକ
ଯାଜପୁର ଜିଲ୍ଲା ବିଞ୍ଝାରପୁର ବ୍ଳକ ଅନ୍ତର୍ଗତ ଚିକଣା ପଞ୍ଚାୟତର ମୃତ ଚାଷୀ ମଣିରାମ ମହାନ୍ତିଙ୍କ ପରିବାରକୁ ଭେଟିଲେ ବିଂଝାରପୁର ବିଧାୟିକା ପ୍ରମିଳା ମଲ୍ଲିକ ଓ ତାଙ୍କ ପରିବାରକୁ କ୍ଷତିପୂରଣ ଓ ପରିବାରର ଜଣକୁ ଚାକିରୀ ଦେବାକୁ ଯାଜପୁର ଜିଲ୍ଲାପାଳଙ୍କୁ ଦାବିପତ୍ର…
