Month: June 2025

ପାହାଡଶ୍ରୀଗିଡା ଖ୍ରୀଷ୍ଟିୟାନପଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପ୍ରଧାନ ଶିକ୍ଷୟତ୍ରୀଙ୍କ ଅବସର କାଳିନୀ ବିଦାୟ ସମ୍ବର୍ଦ୍ଦନା ସଭା

ପାହାଡଶ୍ରୀଗିଡା ଖ୍ରୀଷ୍ଟିୟାନପଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପ୍ରଧାନ ଶିକ୍ଷୟତ୍ରୀଙ୍କ ଅବସର କାଳିନୀ ବିଦାୟ ସମ୍ବର୍ଦ୍ଦନା ସଭା ବରଗଡ:୩୦/୬(ପବିତ୍ର ମେହେର) ସୋମବାର ଦିନ ସକାଳ ପ୍ରାୟ ୧୧ ଟା ୩୦ ରେ ବରଗଡ ଜିଲ୍ଲା ଅତାବିରା ଅନ୍ତର୍ଗତ ତଥା ପାହାଡଶ୍ରିଗିଡ଼ା ଆଞ୍ଚଳିକ ସାଧନ…

ପ୍ରଧାନ ଶିକ୍ଷକଙ୍କୁ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା

ପ୍ରଧାନ ଶିକ୍ଷକଙ୍କୁ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା ବାଲିଗୁଡା, (ସୁଶିଲ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଏନଏସି ଅନ୍ତର୍ଗତରେ ଥିବା ବ୍ଲକ୍ କଲୋନୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପ୍ରଧାନ ଶିକ୍ଷକ ଭାବେ ଦାୟିତ୍ଵ ତୁଲାଇ ଆସୁଥିବା ଦୈତାରୀ ପରିଡ଼ା ସୋମବାର…

ଓଡ଼ିଶା ସାହିତ୍ୟ ଏକାଡେମୀ , ବୌଦ ପକ୍ଷରୁ ,ବରଗଡ ଜିଲ୍ଲାରୁ ଶିକ୍ଷୟିତ୍ରୀ ଅନୁସୂୟା ଦେବତା ସାରସ୍ଵତ ସମ୍ମାନ ରେ ସମ୍ବର୍ଦ୍ଧିତ

ଓଡ଼ିଶା ସାହିତ୍ୟ ଏକାଡେମୀ , ବୌଦ ପକ୍ଷରୁ ,ବରଗଡ ଜିଲ୍ଲାରୁ ଶିକ୍ଷୟିତ୍ରୀ ଅନୁସୂୟା ଦେବତା ସାରସ୍ଵତ ସମ୍ମାନ ରେ ସମ୍ବର୍ଦ୍ଧିତ ବରଗଡ:୩୦/୬(ପବିତ୍ର ମେହେର) ବୌଦ ଜିଲ୍ଲା କଲ୍ଚରାଲ ଏକାଡେମୀ ସହଯୋଗରେ ଓଡ଼ିଶା ସାହିତ୍ୟଏକାଡେମୀ ର ରାଜ୍ୟସ୍ତରୀୟ ଏକଦିବସୀୟସାରସ୍ବତ ଆସର ଓ କବିତା…

ଭିଜିଲାନ୍ସ ହାତରେ ଧରାପଡିଥିବା ଯୋଗାଣ ନିରୀକ୍ଷକଙ୍କୁ ୪ ବର୍ଷ କାରାଦଣ୍ଡାଦେଶ

ଅନୁଗୋଳ – ଜଣେ କଣ୍ଟ୍ରୋଲ ଦୋକାନୀ ଠାରୁ ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡିଥିବା ଯୋଗାଣ ନିରୀକ୍ଷକ ବବି ଲତା ବେହେରାଙ୍କୁ ୪ ବର୍ଷ କାରାଦଣ୍ଡ ଶୁଣାଇଛନ୍ତି ଅନୁଗୁଳ ସ୍ୱତନ୍ତ୍ର ଭିଜିଲାନ୍ସ କୋର୍ଟ । ଏହା ସହ ୨୫ ହଜାର ଟଙ୍କା…

BMC ଅଫିସରେ ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ଅଭିଯୋଗ

ଭୂବନେଶ୍ୱର ମହାନଗର ନିଗମ ଅଫିସରେ ମାର୍‌ପିଟ୍‌ । ଅତିରିକ୍ତ କମିଶନର ରତ୍ନାକର ସାହୁଙ୍କୁ କର୍ପୋରେଟରଙ୍କ ସହଯୋଗୀ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି । ଯାହାକୁ ବିରୋଧ କରି ଅଫିସ କର୍ମଚାରୀମାନେ ଧାରଣାରେ ବସିଛନ୍ତି । ତେବେ ପରିସ୍ଥିତିକୁ ଦୃଷ୍ଟିରେ ରଖି ଘଟଣାସ୍ଥଳରେ…

ସମସ୍ତଙ୍କର ଧାନ କିଣା ଯିବ, ଟୋକନ୍‌ ଲାପ୍ସ ଯିବନି: ଯୋଗାଣ ମନ୍ତ୍ରୀ

ଭୂବନେଶ୍ୱର : ଧାନ କିଣା ଅବଧି ସରିଥିଲେ ବି ସମସ୍ତ ଟୋକନରୁ ଧାନ କିଣିବେ ସରକାର । ଏନେଇ ସୂଚନା ଦେଲେ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ।ସରକାର ୧୯ ଲକ୍ଷ ମେଟ୍ରିକ୍‌ ଟନ୍‌ ରବି ଧାନ କିଣି ସାରିଲେଣି…

ମୃତ୍ତିକା ସଂରକ୍ଷଣ ବିଭାଗ ଯୁଗ୍ମ ନିର୍ଦ୍ଦେଶକଙ୍କର ୫୭ ଏକର ଜମି, ୨ ଫାର୍ମହାଉସ୍‌

ମୃତ୍ତିକା ସଂରକ୍ଷଣ ଏବଂ ଜଳଛାୟା ବିକାଶ ବିଭାଗର ଯୁଗ୍ମ ନିର୍ଦ୍ଦେଶକ ଦୟାନିଧି ବାଗଙ୍କ ବିରୋଧରେ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ବିଭାଗ ରେଡ୍‌ କରିଛି। ଏହି ରେଡ୍‌ରେ ଦୟାନିଧିଙ୍କ ନାଁରେ ୫୭ ଏକର ଜମି, ଦୁଇଟି ଫାର୍ମହାଉସ୍‌, ଏକ…

ପ୍ରଧାନମନ୍ତ୍ରୀ ଜୁଲାଇ ୨ରୁ କରିବେ ବିଦେଶ ଗସ୍ତ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଜୁଲାଇ ୨ରୁ ପାଞ୍ଚଟି ଦେଶ ଗସ୍ତରେ ଯିବେ। ପ୍ରଧାନମନ୍ତ୍ରୀଙ୍କ ଗସ୍ତ ଘାନାରୁ ଆରମ୍ଭ ହେବ। ତେବେ ମୋଦୀ ଦୀର୍ଘ ୩୦ ବର୍ଷ ପରେ ଜଣେ ଭାରତୀୟ ପ୍ରଧାନମନ୍ତ୍ରୀ ଭାବେ ଘାନା ଗସ୍ତ କରିବେ। ଏହି ସମୟରେ ପ୍ରଧାନମନ୍ତ୍ରୀ…

ସମ୍ଭାବ୍ୟ ବନ୍ୟା ସ୍ଥିତି ସମ୍ପୂର୍ଣ୍ଣ ନିୟନ୍ତ୍ରଣାଧୀନ ଅଛି: ରାଜସ୍ୱ ମନ୍ତ୍ରୀ

ଭୂବନେଶ୍ୱର: ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତିର ସମୀକ୍ଷା କରିଛନ୍ତି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ। ସମୀକ୍ଷା ପରେ ପ୍ରତିକ୍ରିୟାରେ ରାଜ୍ୟରେ ବନ୍ୟା ପରିସ୍ଥିତି ସମ୍ପୂର୍ଣ୍ଣ ନିୟନ୍ତ୍ରଣାଧୀନ ରହିଥିବା ମନ୍ତ୍ରୀ କହିଛନ୍ତି। ମୟୂରଭଞ୍ଜ ଓ ବାଲେଶ୍ବରକୁ ରେଡ୍ ଆଲର୍ଟ ରହିଛି। ତଳମୁଣ୍ଡରେ ପ୍ରବଳ…

ଘଞ୍ଚ ଜଙ୍ଗଲରେ ମାଓବାଦୀ -ସୁରକ୍ଷା କର୍ମୀ ଗୁଳି ବିନିମୟ : ସୁରକ୍ଷାକର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିହତ

ଘଞ୍ଚ ଜଙ୍ଗଲରେ ମାଓବାଦୀ -ସୁରକ୍ଷା କର୍ମୀ ଗୁଳି ବିନିମୟ : ସୁରକ୍ଷାକର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିହତ ବାଲିଗୁଡା,(ସୁଶିଲ କୁମାର ପାଣିଗ୍ରାହୀ): ମାଓ ଦମନ ଅଭିଯାନ କ୍ଷେତ୍ରରେ କନ୍ଧମାଳ ଜିଲା ପୁଲିସକୁ ସୋମବାର ଏକ ବଡ଼ ସଫଳତା ମିଳିଛି। ଏହି ଅଭିଯାନରେ…