ଆଜି ଲୋକସଭାରେ କେନ୍ଦ୍ରୀୟ ବଜେଟ୍ ୨୦୨୬-୨୭ ଉପସ୍ଥାପନ କରିବେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ
ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଆଜି ଲୋକସଭାରେ କେନ୍ଦ୍ରୀୟ ବଜେଟ୍ ୨୦୨୬-୨୭ ଉପସ୍ଥାପନ କରିବେ । ଲୋକସଭାରେ ବଜେଟ୍ ଉପସ୍ଥାପନ ପରେ ବଜେଟ୍ର କପି ରାଜ୍ୟସଭାରେ ଉପସ୍ଥାପିତ ହେବ । ଏହା ନରେନ୍ଦ୍ର ମୋଦୀ ସରକାରଙ୍କ ତୃତୀୟ କାର୍ଯ୍ୟକାଳର ତୃତୀୟ ବଜେଟ୍ ହେବ…
