Author: jagratbharat

୨୦୨୭ରେ ଭାରତର ଚନ୍ଦ୍ରଯାନ-୪, ଚନ୍ଦ୍ରରୁ ଆଣିବ ମାଟି ନମୁନା

ନୂଆଦିଲ୍ଲୀ: ଚନ୍ଦ୍ରରୁ ମାଟି ନମୁନା ଆଣିବ ଚନ୍ଦ୍ରଯାନ-୪। ଏନେଇ ବିଜ୍ଞାନ ଏବଂ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଜିତେନ୍ଦ୍ର ସିଂହ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି ଯେ ଭାରତ ୨୦୨୭ ମସିହାରେ ଚନ୍ଦ୍ରଯାନ-୪ ମିଶନ ଆରମ୍ଭ କରିବ। ଯାହାର ଲକ୍ଷ୍ୟ ରହିଛି ଚନ୍ଦ୍ରପୃଷ୍ଠରୁ ନମୁନା…

ହମାସ ନେତାଙ୍କୁ ପାକିସ୍ତାନର ଭିଆଇପି ୱେଲକମ୍, ବିଶାଳ ରାଲି ସହ ଫୁଲ ବର୍ଷା

ଲାହୋର: ପାକିସ୍ତାନ ଅଧିକୃତ କାଶ୍ମୀରରେ ଆୟୋଜିତ ଏକ ସମ୍ମିଳନୀରେ ହମାସ ନେତାମାନେ ଅଂଶଗ୍ରହଣ କରିଥିଲେ। ଯେଉଁଠାରେ ଜୈଶ-ଏ-ମହମ୍ମଦ ଏବଂ ଲସ୍କର-ଏ-ତୈବାର ଆତଙ୍କବାଦୀମାନେ ସେମାନଙ୍କୁ ଭିଆଇପି ସ୍ୱାଗତ କରି ପାଛୋଟି ନେଇଥିଲେ। ଏହାର ଏକ ଭିଡିଓ ସୋସିଆଲ ମିଡିଆରେ ଖୁବ୍ ଭାଇରାଲ ହେବାରେ…

ପୁଣି ସରକାରକୁ ଫେରିବ ଆପ ? ଆସିଲା ନୂଆ ଏକଜିଟ ପୋଲ

ନୂଆଦିଲ୍ଲୀ: ଦିନକ ପରେ ଆସିବ ଦିଲ୍ଲୀ ରେଜଲ୍ଟ । କଣ ହେବ ଏଥର ଦିଲ୍ଲୀରେ, ତାକୁ ନେଇ ଏବେ ଚାଲିଛି ଚର୍ଚ୍ଚା ! ତେବେ ଏକ୍‌ଜିଟ୍‌ ପୋଲ୍‌ରେ ବିଜେପି ଜିତୁଥିବାବେଳେ ହାରିଛୁ ଆମ ଆଦ୍‌ମୀ ପାର୍ଟି । କୁହାଯାଉଛି କି ୨୭…

ସମବାୟ ବ୍ୟାଙ୍କରେ ଲାଗୁ ହେବ ଓଟିଏସ୍ ବ୍ୟବସ୍ଥା

ଭୂବନେଶ୍ୱର: ୱାନ୍ ଟାଇମ୍ ସେଟଲମେଣ୍ଟ (ଓଟିଏସ୍) ବା ଏକକାଳୀନ ପଇଠ ପ୍ରାବଧାନ ସମବାୟ ବ୍ୟାଙ୍କମାନଙ୍କରେ ଲାଗୁ ହେବ । ଏହି ବ୍ୟବସ୍ଥା ଲାଗୁ କରିବାକୁ ସମବାୟ ବିଭାଗ ବିଧିବଦ୍ଧ ଅନୁମୋଦନ ପ୍ରଦାନ କରିଛି । ଏହା ଓଡ଼ିଶା ରାଜ୍ୟ ସମବାୟ ବ୍ୟାଙ୍କ,…

ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ର ବାର୍ଷିକ ଉଛବ ଅନୁଷ୍ଠିତ

( ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ର ବାର୍ଷିକ ଉଛବ ଅନୁଷ୍ଠିତ ) ଜଗତସିଂହପୁର ତା =6/2/25ଜଗତସିଂହପୁର ବ୍ଲକ ଅନ୍ତର୍ଗତ ଅଳସୁଧା ପଞ୍ଚାୟତ କୋକଳିପୁର ସ୍ଥିତ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ବାର୍ଷିକ ଉଛବ ମହାସମାରୋହ ରେ ପାଳିତ ହୋଇଯାଇଛି |…

ଆସନ୍ତା ୧୦ରେ ପୁଣି ‘ପରୀକ୍ଷା ପେ ଚର୍ଚ୍ଚା’ କରିବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଛାତ୍ରୀଛାତ୍ରଙ୍କ ସହ ଆଲୋଚନା କରିବା ପାଇଁ ବହୁଚର୍ଚ୍ଚିତ କାର୍ଯ୍ୟକ୍ରମ ‘ପରୀକ୍ଷା ପେ ଚର୍ଚ୍ଚା’ରେ ପୁଣିଥରେ ସାମିଲ ହେବାକୁ ଯାଉଛନ୍ତି । ବହୁ ପ୍ରତୀକ୍ଷିତ ପରୀକ୍ଷା ପେ ଚର୍ଚ୍ଚା ୨୦୨୫ (ପିପିସି ୨୦୨୫) ଫେବୃଆରୀ ୧୦, ୨୦୨୫…

୧୩ରୁ ଆରମ୍ଭ ହେବ ବିଧାନସଭାର ବଜେଟ୍ ଅଧିବେଶନ : ୧୨ରେ ସର୍ବଦଳୀୟ ବୈଠକ

ଭୂବନେଶ୍ଵର, ୦୬/୦୨ : ଆସନ୍ତା ୧୩ ତାରିଖରୁ ଆରମ୍ଭ ହେଉଛି ବିଧାନସଭାର ବଜେଟ୍ ଅଧିବେଶନ। ୧୭ରେ ଉପସ୍ଥାପନ ହେବ ୨୦୨୫-୨୬ ଆର୍ଥିକ ବର୍ଷର ପୂର୍ଣ୍ଣାଙ୍ଗ ବଜେଟ୍। ସର୍ବଦଳୀୟ ବୈଠକ ଡାକିଲେ ବାଚସ୍ପତି। ଆସନ୍ତା ୧୨ ତାରିଖରେ ବିଧାନସଭାର ସର୍ବଦଳୀୟ ବୈଠକ ବସିବ।…

୨୧ ତାରିଖରୁ ଆରମ୍ଭ ହେବ ମାଟ୍ରିକ ପରୀକ୍ଷା

୨୧ ତାରିଖରୁ ଆରମ୍ଭ ହେବ ମାଟ୍ରିକ ପରୀକ୍ଷା ଭୂବନେଶ୍ୱର, ୦୬/୦୨ : ଫେବୃଆରୀ ୨୧ ତାରିଖରୁ ମାର୍ଚ୍ଚ ୬ ତାରିଖ ପର୍ଯ୍ୟନ୍ତ ମାଟ୍ରିକ ପରୀକ୍ଷା ଚାଲିବ ବୋଲି ବିଏସଇର ସଭାପତି ଶ୍ରୀକାନ୍ତ ତରାଇ ପ୍ରେସ ମିଟରେ ସୂଚନା ଦେଇଛନ୍ତି। ଚଳିତ ବର୍ଷ…

ପର୍ଯ୍ୟଟନ କ୍ଷେତ୍ର ଦାରିଙ୍ଗବାଡିର ପଟ୍ଟଚିତ୍ର ବଦଳିବ: ଦୁଇ ଜଣିଆ ପ୍ରତିନିଧି ଦଳର ପରିଦର୍ଶନ

ପର୍ଯ୍ୟଟନ କ୍ଷେତ୍ର ଦାରିଙ୍ଗବାଡିର ପଟ୍ଟଚିତ୍ର ବଦଳିବ: ଦୁଇ ଜଣିଆ ପ୍ରତିନିଧି ଦଳର ପରିଦର୍ଶନ ବାଲିଗୁଡା,(ସୁଶୀଲ କୁମାର ପାଣିଗ୍ରାହୀ): ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିର ପର୍ଯ୍ୟଟନ କ୍ଷେତ୍ରର ପଟ୍ଟଚିତ୍ର ବଦଳିଯିବ। ପର୍ଯ୍ୟଟନ କ୍ଷେତ୍ରର ବିକାଶ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଜୋରଦାର ପ୍ରସ୍ତୁତି…

ପ୍ରଶାସନିକ ଅବହେଳା: ବନବାସୀ ଚାଷୀ ଙ୍କୁ ଶୋଷଣ କରୁଛନ୍ତି ବେପାରୀ : ଉପଯୁକ୍ତ ଥଇଥାନ କରିବାକୁ ଦାବି

ପ୍ରଶାସନିକ ଅବହେଳା: ବନବାସୀ ଚାଷୀ ଙ୍କୁ ଶୋଷଣ କରୁଛନ୍ତି ବେପାରୀ : ଉପଯୁକ୍ତ ଥଇଥାନ କରିବାକୁ ଦାବି କନ୍ଧମାଳ, (ସୁଶୀଲ କୁମାର ପାଣିଗ୍ରାହୀ): ପ୍ରଶାସନିକ ଅବହେଳା କାରଣରୁ କନ୍ଧମାଳ ଜିଲା ବାଲିଗୁଡା ଅଞ୍ଚଳର ଆଦିବାସୀ ଅଧୁଷିତ ବନବାସୀ ମାନେ ବେପାରୀଙ୍କ ଦ୍ୱାରା…