ରାଷ୍ଟ୍ରପତିଙ୍କୁ ‘ବିଚାରୀ’ ଓ ତାଙ୍କ ଅଭିଭାଷଣକୁ ‘ବୋରିଂ’ କହି ବିବାଦରେ ସୋନିଆ
ନୂଆଦିଲ୍ଲୀ: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଉଦ୍ଦେଶ୍ୟରେ କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀଙ୍କ ଅସୌଜନ୍ୟମୂଳକ ମନ୍ତବ୍ୟକୁ ନେଇ ବିବାଦ ସୃଷ୍ଟି ହୋଇଛି। ସଂସଦର ବଜେଟ୍ ଅଧିବେଶନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକୁ ‘ବୋରିଂ’ କହିବା ସହ ‘ବିଚାରୀ’ ବୋଲି ମନ୍ତବ୍ୟ ଦେବାପରେ ବିବାଦ ଆରମ୍ଭ ହୋଇଛି।…
