ରାଜ୍ୟ ସରକାରଙ୍କ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ତରଫରୁ ୮୦ ବର୍ଷରୁ ଉର୍ଦ୍ଧ ଓ ୮୦ ପ୍ରତିଶତ ବା ତଦୁର୍ଦ୍ଧ ଭିନ୍ନକ୍ଷମ ହିତାଧିକାରୀଙ୍ ବର୍ଦ୍ଧିତ ଭତ୍ତା ବିତରଣ ସମାରୋହ
ଅନୁଗୋଳ – ରାଜ୍ୟ ସରକାରଙ୍କ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ତରଫରୁ ୮୦ ବର୍ଷରୁ ଉର୍ଦ୍ଧ ଓ ୮୦ ପ୍ରତିଶତ ବା ତତୁର୍ଦ୍ଧ ଭିନ୍ନକ୍ଷମ ହିତାଧିକାରୀଙ୍କ ବର୍ଦ୍ଧିତ ଭତ୍ତା ବିତରଣ ସମାରୋହ ଅନୁଗୋଳ ଜିଲ୍ଲାରେ ଉପଖଣ୍ଡସ୍ତରୀୟ ଅନୁଗୋଳ ଉପଜିଲ୍ଲାପାଳଙ୍କ…
