କୈବଲ୍ୟ ବଜାର ସ୍ଥିତ ସିଦ୍ଧ ବଳରାମ ଜୀଉଙ୍କ ମନ୍ଦିର ରେ ଆଜି ବଉଳ ଅମାବାସ୍ୟା ନୀତି ପାଳିତ
ଢେଙ୍କାନାଳ: କୈବଲ୍ୟ ବଜାର ସ୍ଥିତ ସିଦ୍ଧ ବଳରାମ ଜୀଉଙ୍କ ମନ୍ଦିର ରେ ଆଜି ବଉଳ ଅମାବାସ୍ୟା ନୀତି ପାଳିତ। ସକାଳୁ ମଙ୍ଗଳ ଆଳତୀ, ମହାସ୍ନାନ, ବସ୍ତ୍ର, ତୁଳସୀ ହାର, ଫୁଲ ହାର, ପହିଲି ଭୋଗ ଲାଗି ହୋଇଥିଲା। ବଲ୍ଲଭ ଭୋଗ ଲାଗି,…
