କନ୍ଧମାଳ ଜିଲ୍ଲାସ୍ତରୀୟ ଧାନ କ୍ରୟ କମିଟି ବୈଠକ ଅନୁଷ୍ଠିତ
କନ୍ଧମାଳ ଜିଲ୍ଲାସ୍ତରୀୟ ଧାନ କ୍ରୟ କମିଟି ବୈଠକ ଅନୁଷ୍ଠିତ କନ୍ଧମାଳ :(ସୁଶିଲ କୁମାର ପାଣିଗ୍ରାହୀ): ଖରିଫ୍ ବର୍ଷ- ୨୦୨୪-୨୫ ପାଇଁ ଜିଲ୍ଲାସ୍ତରୀୟ ଧାନ କ୍ରୟ କମିଟି ବୈଠକ କନ୍ଧମାଳ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସଦ୍ଭାବନା ସଭାଗୃହରେ ଜିଲ୍ଲାପାଳ ଅମ୍ରିତ୍ ଋତୁରାଜ୍ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ…
