Author: jagratbharat

ବଦଳିପାରେ ଥଇଥାନ୍ ନିୟମ: ଚାକିରୀ ବଦଳରେ ମିଳିବ ଟଙ୍କା!

ଭୂବନେଶ୍ବର: ସରକାରୀ ଚାକିରିଆଙ୍କ ମୃତ୍ୟୁ ପରେ ପରିବାର ସଦସ୍ୟଙ୍କୁ ଚାକିରି ପ୍ରସଙ୍ଗ । ବଦଳିପାରେ ନିୟମ । ରିହାବିଲିଟେନ୍ ଯୋଜନାରେ ପରିବର୍ତ୍ତନ ହୋଇପାରେ । ଏନେଇ ବଡ ନିଷ୍ପତ୍ତି ନେଇପାରନ୍ତି ସରକାର । ରିହାବିଲିଟେନ୍ ଯୋଜନାରେ ଏଣିକି ପରିବାର ବର୍ଗଙ୍କୁ ଚାକିରୀ…

ମାର୍ଚ୍ଚ ୩୧ ସୁଦ୍ଧା ସବୁ ଥାନାରେ ସିସିଟିଭି ଲଗାଇବାକୁ ନିର୍ଦ୍ଦେଶ : ହାଇକୋର୍ଟ

ଭୂବନେଶ୍ୱର, ୧୨/୧୧ : ଭରତପୁର ଥାନାରେ କ୍ୟାପଟେନ ଓ ବାନ୍ଧବୀଙ୍କୁ ଦୁର୍ବ୍ୟବହାର ମାମଲାରେ ହାଇକୋର୍ଟରେ ଶୁଣାଣି । ଏଥିପାଇଁ ରାଜ୍ୟ ସରକାର ଜାରି କଲେ ସ୍ବତନ୍ତ୍ର ଏସଓପି । ସେନା ଅଧିକାରୀଙ୍କୁ ଥାନାରେ ବ୍ୟବହାର ନେଇ ଏସଓପି ଜାରି କରାଯାଇଛି ।…

ଢେଙ୍କାନାଳ: କୈବଲ୍ୟ ବଜାର ସ୍ଥିତ ସିଦ୍ଧ ବଳରାମ ଜୀଉଙ୍କ ମନ୍ଦିର ରେ ଆଜି କାର୍ତ୍ତିକ ମାସର ବଡ଼ ଏକାଦଶୀ ନୀତି ପାଳିତ

ଢେଙ୍କାନାଳ: କୈବଲ୍ୟ ବଜାର ସ୍ଥିତ ସିଦ୍ଧ ବଳରାମ ଜୀଉଙ୍କ ମନ୍ଦିର ରେ ଆଜି କାର୍ତ୍ତିକ ମାସର ବଡ଼ ଏକାଦଶୀ ନୀତି ପାଳିତ। ସକାଳୁ ମଙ୍ଗଳ ଆଳତୀ, ମହାସ୍ନାନ, ବସ୍ତ୍ର, ତୁଳସୀ ହାର, ଫୁଲ ହାର, ବଲ୍ଲଭ ଭୋଗ ଲାଗି, ଦଶଟା ବେଳେ…

ସଦର ବ୍ଲକ ନରଣ ପୁର ଗ୍ରାମରେ ମା କାମନା କାଳୀଙ୍କ ଜନ୍ମ ଉତ୍ସବ ପାଳନ ନିମନ୍ତେ ଆଜି କଳସ ଯାତ୍ରା

ଢେଙ୍କାନାଳ: ସଦର ବ୍ଲକ ନରଣ ପୁର ଗ୍ରାମରେ ମା କାମନା କାଳୀଙ୍କ ଜନ୍ମ ଉତ୍ସବ ପାଳନ ନିମନ୍ତେ ଆଜି କଳସ ଯାତ୍ରା ଅନୁଷ୍ଠିତ ହୋଇଥିଲା। ସ୍ଥାନୀୟ ବଡ଼ ଜୋରା ଠାରୁ ୧୩୦ ରୁ ଉର୍ଦ୍ଧ୍ବ ମହିଳା ବାଦ୍ୟ ଦ୍ୱାରା ଗ୍ରାମ ପରିକ୍ରମା…

ଆଜିଠୁ ପଞ୍ଚୁକ ବ୍ରତ: ଠିଆକିଆ ବେଶରେ ଦର୍ଶନ ଦେଉଛନ୍ତି ମହାପ୍ରଭୁ

ପୂରୀ: ଆଜିଠୁ ଆରମ୍ଭ ହେଉଛି ପବିତ୍ର କାର୍ତ୍ତିକ ମାସର ପଞ୍ଚୁକବ୍ରତ । ଏଥର ପଞ୍ଚକ ବ୍ରତ ୫ ଦିନ ପରିବର୍ତ୍ତେ ୪ ଦିନ ଅନୁଷ୍ଠିତ ହେବ । ଗୋଟିଏ ଦିନ କ୍ଷୟ କାରଣରୁ ଚଳିତବର୍ଷ ମହାପ୍ରଭୁଙ୍କ ଲଷ୍ମୀନୃସିଂହ ବେଶ ବାଦ୍ ଦେଇ…

ଆଇଓସିଏଲ ରିଫାଇନରୀରେ ଭୟଙ୍କର ବିସ୍ଫୋରଣ: ୨ ମୃତ, ଜଣେ ଗୁରୁତର

ଗାନ୍ଧୀନଗର: ଗୁଜରାଟର ଭଦୋଦରାରେ ଭୟଙ୍କର ଅଗ୍ନିକାଣ୍ଡ। ଏଠାରେ ଇଣ୍ଡିଆନ ଅଏଲ୍‌ କର୍ପୋରେସନ୍‌ ତଥା ଆଇଓସିଏଲ୍‌ ରିଫାଇନରୀ ଷ୍ଟୋରେଜ ଟ୍ୟାଙ୍କରେ ଭୟଙ୍କର ବିସ୍ଫୋରଣ ପରେ ଅଗ୍ନିକାଣ୍ଡ ଘଟିଛି। ଏଥିରେ ୨ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି। ଏ ସମ୍ପର୍କରେ…

ବଦଳିଲା ନର୍ସିଂ ଅଧିକାରୀଙ୍କ ଡ୍ରେସ କୋଡ୍‌

ଭୂବନେଶ୍ୱର, ୧୧/୧୧ : ନର୍ସିଂ ଅଧିକାରୀଙ୍କ ଡ୍ରେସ କୋଡ୍‌ ବଦଳାଇଲେ ରାଜ୍ୟ ସରକାର। ଏଣିକି ନୂତନ ପୋଷାକରେ ରହିବ ସମ୍ବଲପୁରୀ ଛିଟ। ନର୍ସିଂ ଅଧିକାରୀଙ୍କ ୟୁନିଫର୍ମ କଲାରରେ ସମ୍ବଲପୁରୀ ଝଲକ ଦେଖିବାକୁ ମିଳିବ। ଓଡ଼ିଶା ନର୍ସିଂ କର୍ମଚାରୀ ସଂଘ ସହିତ ଆଲୋଚନା…

ଚାଉଳ ଦେବାକୁ ଡାକି ବିଧବା ମହିଳାଙ୍କୁ ଦୁଷ୍କର୍ମ : ବନ୍ଧା ହେଲେ ଯୋଗାଣ ସହାୟକ

ଭୂବନେଶ୍ୱର, ୧୧/୧୧ : ରାସନ ଚାଉଳ ଦେବାର ପ୍ରଲୋଭନ ଦେଖାଇ ଜଣେ ବିଧବା ମହିଳାଙ୍କୁ ଡାକି ଦୁଷ୍କର୍ମ କରାଯାଇଛି । ଦୁଷ୍କର୍ମ ଅଭିଯୋଗରେ ଗତ ୪ ତାରିଖରେ ଯୋଗାଣ ସହାୟକ ଗିରିଶଚନ୍ଦ୍ର ସାହୁଙ୍କ ନାଁରେ ଅଭିଯୋଗ ଆଣିଥିଲେ ପୀଡ଼ିତା। ପ୍ରାୟ ଦେଢବର୍ଷ…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର : ଆଗାମୀ ୨୪ ଘଣ୍ଟାରେ ରାଜ୍ୟରେ ବର୍ଷା ସମ୍ଭାବନା

ଭୂବନେଶ୍ୱର, ୧୨/୧୧ : ଦକ୍ଷିଣ – ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର। ଆଗାମୀ ୨୪ ଘଣ୍ଟାରେ ରାଜ୍ୟରେ ବର୍ଷା ସମ୍ଭାବନା । ଉପକୂଳ ସମେତ ଓ ମୟୂରଭଂଜ, କେନ୍ଦୁଝରରେ ହାଲୁକା ବର୍ଷା ସମ୍ଭାବନା ଅଛି । ଆସନ୍ତାକାଲି ଗଂଜାମ,…

ସରକାରୀ ଚାକିରିଆଙ୍କ ମୃତ୍ୟୁ ହେଲେ, ପରିବାର ସଦସ୍ୟଙ୍କୁ ମିଳିବ ମୋଟା ଅଙ୍କର ଅନୁକମ୍ପା : ମନ୍ତ୍ରୀ

ଭୂବନେଶ୍ୱର, ୧୨/୧୧ : ପରିବାର ସଦସ୍ୟଙ୍କୁ ଚାକିରି ପ୍ରସଙ୍ଗ । ଏଭଳି ସଙ୍କେତ ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । କହିଛନ୍ତି, ସରକାରୀ ଚାକିରିଆଙ୍କ ମୃତ୍ୟୁ ହେଲେ, ପରିବାର ସଦସ୍ୟଙ୍କୁ ମିଳିବ ମୋଟା ଅଙ୍କର ଅନୁକମ୍ପା । କିଛି ଦିନ…