ବଲାଙ୍ଗୀରରେ ୬୨୧ କୋଟି ବ୍ୟୟରେ ୨୭ଟି ପ୍ରକଳ୍ପର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
ବଲାଙ୍ଗୀର: ବଲାଙ୍ଗୀର ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏ ଅବସରରେ ଜିଲ୍ଲାରେ ଆୟୋଜିତ ଏକ ସ୍ଵତନ୍ତ୍ର କାର୍ଯ୍ୟକ୍ରମରେ ବିଭିନ୍ନ ପ୍ରକଳ୍ପର ଶୁଭ ଉଦଘାଟନ ସହ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ । ୬୨୧ କୋଟି ବ୍ୟୟରେ ୨୭ଟି ପ୍ରକଳ୍ପର…
