ଦୁଗ୍ଧ ଚାଷୀଙ୍କୁ ମିଳିବ ପ୍ରୋତ୍ସାହନ ରାଶି: ବିକ୍ରି ହେବ ଓମଫେଡ୍ ଚକଲେଟ ସାଙ୍ଗକୁ ପାଣି
ଭୂବନେଶ୍ବର: ଖୁବ୍ଶୀଘ୍ର ଓଡ଼ିଶାର ଦୁଗ୍ଧ ଚାଷୀଙ୍କ ପାଇଁ ଡିବିଟି ଲାଗୁ କରାଯିବ । ଅନ୍ୟ ରାଜ୍ୟ ଭଳି ଏଣିକି ଓଡ଼ିଶାର ଦୁଗ୍ଧ ଚାଷୀଙ୍କ ଆକାଉଣ୍ଟକୁ ଯିବ ପ୍ରୋତ୍ସାହନ ରାଶି ଟଙ୍କା । ପଞ୍ଚାୟତ କ୍ଷୀର ଧାରା କେନ୍ଦ୍ରରେ କ୍ଷୀର ଦେଲେ ସିଧାସଳଖ…
