ପୁର ଗ୍ରାମରେ ମା କାମନା କାଳୀଙ୍କ ଜନ୍ମ ଉତ୍ସବ ପାଳନ ନିମନ୍ତେ କଳସ ଯାତ୍ରା ଅନୁଷ୍ଠିତ
ଢେଙ୍କାନାଳ: ସଦର ବ୍ଲକ ନରଣ ପୁର ଗ୍ରାମରେ ମା କାମନା କାଳୀଙ୍କ ଜନ୍ମ ଉତ୍ସବ ପାଳନ ନିମନ୍ତେ କଳସ ଯାତ୍ରା ଅନୁଷ୍ଠିତ ହୋଇଥିଲା। ସ୍ଥାନୀୟ ବଡ଼ ଜୋରା ଠାରୁ ୧୩୦ ରୁ ଉର୍ଦ୍ଧ୍ବ ମହିଳା ବାଦ୍ୟ ଦ୍ୱାରା ଗ୍ରାମ ପରିକ୍ରମା କରି…
