ପ୍ରଥମ ଥର ପାଇଁ ଓଡ଼ିଶାରେ ହେବ ପୁଲିସ ମହାନିର୍ଦ୍ଦେଶକ ସମ୍ମିଳନୀ : ଯୋଗ ଦେଇ ପାରନ୍ତି ପ୍ରଧାନମନ୍ତ୍ରୀ
ଭୂବନେଶ୍ୱର, ୧୪/୧୧ : ପ୍ରଥମ ଥର ପାଇଁ ଓଡିଶାରେ ହେବ ପୁଲିସ ମହାନିର୍ଦ୍ଦେଶକ ସମ୍ମିଳନୀ । ଆସନ୍ତା ନଭେମ୍ବର ୨୯, ୩୦ ଓ ଡିସେମ୍ବର ୧ରେ ଅନୁଷ୍ଠିତ ହେବ ଏହି କାର୍ଯ୍ୟକ୍ରମ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏହି ସମ୍ମିଳନୀରେ ମୁଖ୍ୟ…
