ପୁଣି ତାତିଲେ ଛାତ୍ର କଂଗ୍ରେସ : ଉଚ୍ଚଶିକ୍ଷା ମନ୍ତ୍ରୀଙ୍କ ବାସଭବନ ଉପରକୁ ଅଣ୍ଡାମାଡ
ଭୂବନେଶ୍ବର, ୦୮/୧୧ : ପୁଣି ତାତିଲେ ଛାତ୍ର କଂଗ୍ରେସ । ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ବାସଭବନ ଘେରାଉ କରି ହଙ୍ଗାମା କରିଛନ୍ତି ଛାତ୍ର କଂଗ୍ରେସ । ଉତ୍କଳ ବିଶ୍ବବିଦ୍ୟାଳୟର ଆଡମିଶନ ପ୍ରକ୍ରିୟାରେ ଅନିୟମିତତା ଅଭିଯୋଗ କରି ଘେରାଉ ସହ ମନ୍ତ୍ରୀଙ୍କ…
